ମା’ କାମୁଡ଼େଇ ପୀଠକୁ ଅଣଦେଖା

ରଗଡି,୪ା୪(ଡି.ଏନ୍‌.ଏ.): ଯାଜପୁର ଜିଲାର ରଗଡ଼ି ଅଞ୍ଚଳର ପ୍ରସିଦ୍ଧ ଦୈବୀପୀଠ ମା’ କାମୁଡ଼େଇଙ୍କ ମନ୍ଦିରକୁ ପ୍ରଶାସନ ଅଣଦେଖା କରୁଛି। ଜିଲା ତଥା ଜିଲା ବାହାରୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଆସିଥାନ୍ତି। ବିବାହ ଓ ବ୍ରତ କ୍ଷେତ୍ରରେ ମଧ୍ୟ ବହୁ ଲୋକଙ୍କ ଭିଡ ଦେଖିବାକୁ ମିଳେ। ଓଡ଼ିଶାର ଗଣପର୍ବ ରଜ ୩ ଦିନ ଏଠାରେ ବହୁ ଜାକଜମକରେ ପାଳନ ହୁଏ, ଯାହାକୁ ଦେଖିବାକୁ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୁଏ। ସେହିପରି ଜାଗର ବଡ଼ ଓଷା ଓ ବିଭିନ୍ନ ପର୍ବପର୍ବାଣୀରେ ଏଠାରେ ବହୁ ଆଡମ୍ବରରେ ପାଳନ ହୁଏ। ହେଲେ ଅର୍ଥାଭାବରୁ ମନ୍ଦିରର ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ଜମି ଚିିହ୍ନଟ ହୋଇ ପାରୁ ନ ଥିବାରୁ ଅନେକ ଜବରଦଖଲକାରୀ ମନ୍ଦିର ଜମିକୁ ହଡ଼ପ କରିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଉକ୍ତ ମନ୍ଦିର କାର୍ଯ୍ୟ ଶେଷ କରିବା ସହ ପାଚେରି ନିର୍ମାଣ ପାଇଁ ରଗଡ଼ି ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ…

ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ…

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ…

ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ

ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ):  ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ…

ଆମେରିକୀୟ ‘ଜଳଦସ୍ୟୁ’କୁ ମୁକାବିଲା କରିବେ ଇରାନୀ ‘ମଶା’: ହର୍ମୁଜ ପ୍ରଣାଳୀରେ ବିନାଶର ପର୍ଯ୍ୟାୟ ପ୍ରସ୍ତୁତ…

ତେହରାନ,୧୯।୪: ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଘୋଷଣା କରିଥିଲେ ଯେ ଆମେରିକା ଇରାନ ନୌସେନାକୁ ସମ୍ପୂର୍ଣ୍ଣ ଭାବରେ ନଷ୍ଟ କରିଦେଇଛି। ଆମେରିକା ଦ୍ୱାରା ଆରମ୍ଭ ହୋଇଥିବା ଆକ୍ରମଣରେ,…

ଇଟାଲୀରେ ଦୁଇ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ଗୁରୁଦ୍ୱାର ବାହାରେ….

ନୂଆଦିଲ୍ଲୀ,୧୯।୪: ଇଟାଲୀରେ ଦୁଇଜଣ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ଇଟାଲୀର କୋଭୋ ସହରରେ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri