ବ୍ରାହ୍ମଣୀଗାଁ ବନାଞ୍ଚଳର ୮ଟି ପଞ୍ଚାୟତରେ ମା’ କେ ନାମ ଏକ ପେଡ କାର୍ଯ୍ୟକ୍ରମ 

ବ୍ରାହ୍ମଣୀଗାଁ,୧୭।୯(ମନୋରଞ୍ଜନରଣା): ପ୍ରଧାନ ମନ୍ତ୍ରୀ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ  ଜନ୍ମ ଦିନ ଉପଲକ୍ଷେ  ଓଡ଼ିଶା ସରକାରଙ୍କ  ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବ୍ରାହ୍ମଣୀଗାଁ  ବନାଞ୍ଚଳ ଅଧିକାରୀ ହରିହର ବେହେରା ଙ୍କ ତ୍ୱତାବଧାନ ରେ “ମାଙ୍କ ନାମରେ ଗୋଟିଏ ଗଛ ” ଲଗାଯାଇଛି ।  ୮ଟି ପଞ୍ଚାୟତରେ ୪୪୦୦  ବିଭିନ୍ନ କିସମର   ଫଳ ବୃକ୍ଷ ଓ ମୁଲ୍ୟବାନ ଔଷଧୀୟ ବୃକ୍ଷ ରୋପଣ କରାଯାଇଛି।
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ବିଜୟ କୁମାର ହାଇବୁରୁ   ଯୋଗ ଦେଇ ପ୍ରଥମେ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇ ଥିଲେ । ସମ୍ମାନିତ ଅତିଥି ଭାବେ  ବ୍ରାହ୍ମଣୀଗାଁ  ସରପଞ୍ଚ  ସଂଯୁକ୍ତା  ମଳିକ ଏବଂ ୱାର୍ଡ଼ ମେମ୍ବର୍‌ ଗୋବିନ୍ଦ ଚନ୍ଦ୍ର ବେହେର ଦଳାଇ, ସୟଂ ସହାୟକ ଗୋଷ୍ଠୀ, ଗଣମାଧ୍ୟମ ପ୍ରତିନିଧି ଏବଂ   ବୃକ୍ଷ ରୋପଣ  କରିଥିଲେ। ଏହି କାର୍ଯ୍ୟକ୍ରମ ଟିକୁ ବ୍ରାହ୍ମଣୀଗାଁ  ବନପାଳ ଯୋଗେଶ୍ୱର ଧାରୁଆ , ଗଦାପୁର ଅତିରିକ୍ତ ବନପାଳ ସନ୍ତୋଷ କୁମାର ପଟ୍ଟନାୟକ , କାଟିଙ୍ଗିଆ ଅତିରିକ୍ତ ବନପାଳ ଆଶିଷ ପ୍ରଧାନ ପରିଚାଳନା କରିଥିଲେ।  ବନରକ୍ଷୀ ଶ୍ରୀରାମ ପଣ୍ଡା, ସୋରଜ ପାତ୍ର , ଗୋପାଳ ସେଠୀ, ଲକ୍ଷ୍ମଣ ବିଶି ମାଝୀ ଏବଂ  ସମସ୍ତ ବନ କର୍ମଚାରୀ ମାନେ ସହଯୋଗ କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri