ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା: ଶହଶହ ବଳି

ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେନାଖାଲରୁ ଛତର ଉଠିବା ପରେ ସହରର ମୁଖ୍ୟ ରାସ୍ତାରେ ଶହଶହ କୁକ ବୋଦା ଓ ଛେଳି ବଳି ପଡିଛି। ଏତେ ସଂଖ୍ୟାରେ ପଶୁବଳି ଯୋଗୁ ଭବାନୀପାଟଣାର ମୁଖ୍ୟ ରାସ୍ତା ରକ୍ତରଞ୍ଜିତ ହୋଇଥିଲା।
ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର ଯାତ୍ରା ହୋଇଥିଲା। ହେଲେ ଚଳିତ ବର୍ଷ ପାର୍ବଣରେ କଟକଣା ନ ଥିବାରୁ ଏହି ଛତର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।
ଭୋର୍‌ ୫ଟାରୁ ମା’ଙ୍କ ଛତର ଜେନାଖାଳରୁ ବାହାରି ମନ୍ଦିର ଅଭିମୁଖେ ଯାଇଥିଲା।
ଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି କଳାହାଣ୍ଡି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଛତର ଯାତ୍ରା ପାଇଁ ୨୦ ପ୍ଲାଟୁନ ପୋଲିସ ଫୋର୍ସ, ଅତିରିକ୍ତ ଏସ୍ପି, ୮ ଡିଏସ୍ପି, ୧୮ ଆଇଆଇସି, ୩୨ ଏସଆଇ, ୫୦ ଏଏସଆଇଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri