ଆରମ୍ଭ ହେଲା ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା: ମନ୍ଦିର ଅଭିମୁଖେ ମା’

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ)-ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଭବାନୀପାଟଣା ସହରରେ ମହାସମାରୋହରେ ଆରମ୍ଭ ହୋଇଛି। ଜେନାଖାଳରେ ସ୍ବତନ୍ତ୍ର ଗୁପ୍ତ ରୀତିନୀତି ରେ ପୂଜାର୍ଚ୍ଚନା ଓ ବଳୀ ପରେ ଭୋର ୪ଟା ୧୫ରେ ସ୍ଥିରକତ ଲଗ୍ନାନୁଯାୟୀ ମା’ଙ୍କ ଛତର ମନ୍ଦିର ଅଭିମୁଖେ ବାହାରିଛି।
ଏଥିପାଇଁ ଚଳଚଞ୍ଚଳ ହୋଇସ୍‌ଉଠିଛି ଭବାନୀପାଟଣା ସମେତ ସମଗ୍ର କଳାହାଣ୍ଡି ଜିଲା। ଏହି ଯାତ୍ରାରେ ଜିଲା ତଥା ଜିଲା ବାହାରର ଲକ୍ଷାଧିକ ଭକ୍ତ ସାମିଲ ହୋଇଛନ୍ତି। ସେହିପରି ମାନସିକଧାରୀ ମଧ୍ୟ ମାନସିକ ପୂରଣ ପାଇଁ ହଜାର ହଜାର ପଶୁପକ୍ଷୀ ବଳି ଦେଉଥିବା ଦେଖିବାକୁ ମିଳିଛି। ମା’ଙ୍କ ଛତର ଯାତ୍ରାରେ କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ୨୨ଟି ଘଣ୍ଟ ଦଳ ଅଂଶଗ୍ରହଣ କରୁଛନ୍ତି। ଜୟ ମା’ମାଣିକେଶରୀ ନାରାରେ ଅଞ୍ଚଳ ପ୍ରକମ୍ପିତ ହୋଇ ଉଠିଛି। ମା’ଙ୍କ ଛତର ୧୧ଟା ୪୫ ରେ ମନ୍ଦିର ରେ ପ୍ରବେଶ କରିବ ବୋଲି ଲଗ୍ନ ଧାର୍ଯ୍ୟ ହୋଇଛି


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri