ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ ଠାକୁରାଣୀ ନିଜ ନିଜର ମୁଖ୍ଯ ମନ୍ଦିରକୁ ପ୍ରତ୍ଯାବର୍ତ୍ତନ କରିଛନ୍ତି | ଚାଙ୍ଗୁଡିଆପଦରସାହି ଅସ୍ଥାୟୀ ମନ୍ଦିରରୁ ବାହାରି ସମଗ୍ର ସହର ପରିକ୍ରମା କରିଥିଲେ । ଏହି ସମୟରେ ଲୋକେ ଦାଣ୍ଡେଦାଣ୍ଡେ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା କରିଥିଲେ । ଗତ ମେ ମାସ ୨୦ ତାରିଖରୁ ଏହି ଯାତ୍ରା ଆରମ୍ଭ ହୋଇଥିଲା । ଅଧିକାରୀ କ୍ରୁଷ୍ଣଚନ୍ଦ୍ର ଗୌଡଙ୍କ ସମେତ ସାହିବାସିନ୍ଦା ମାନେ ପରିଚାଳନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ଘୋଡାହାଡ ଡ଼୍ୟାମର ୨ ଗେଟ୍, ଫାସିଗୁଡ଼ା ଗାଁରେ ପଶିଲା ପାଣି

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରୁ ଘନୀଭୂତ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି । ଏହି କାରଣରୁ ଗଞ୍ଜାମ ଜିଲା ଘୋଡାହାଡ ଡ଼୍ୟାମରୁ ସ୍ପିଲ୍…

ଭଞ୍ଜନଗରରେ ପ୍ରବଳ ବର୍ଷା; ୧୦ ଗ୍ରାମ ଜଳବନ୍ଦୀ, ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଦାବି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି । ଡହ ଜଳଭଣ୍ଡାର ଅଞ୍ଚଳରେ ବୁଧବାର ସନ୍ଧ୍ୟା ୬ଟାରୁ…

ବାତ୍ୟା ମୁକାବିଲାର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର, ୨୯।୧୦ (ସୁନିତ୍‌ ମିଶ୍ର): ବାତ୍ୟା ଅର୍ଣ୍ଣବକୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ…

ଅର୍ଣ୍ଣବ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ରାତିଅଧରେ ସ୍ଥିତି ପରଖିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୯।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ତିନି ଦିନ ଧରି ଲଗାଣ ବର୍ଷା ଓ ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ । ଏପଟେ…

ଛତିଶଗଡ଼ ଆଡ଼େ ମୁହାଁଇଲା ‘ଅର୍ଣ୍ଣବ’, ଓଡ଼ିଶାରେ କମ୍‌ କ୍ଷତି, ଅଧିକ ବର୍ଷା

ଭୁବନେଶ୍ୱର, ୨୯।୧୦(ବନ୍ଦନା ସେଠୀ): ଦୀର୍ଘ ୬ଘଣ୍ଟା ୩୦ ମିନିଟର (ମଙ୍ଗଳବାର ରାତି ୨ଟାରୁ ବୁଧବାର ସକାଳ ୮ ଟା ୩୦) ସଂଘର୍ଷ ପରେ ବାତ୍ୟା ‘ଅର୍ଣ୍ଣବ’ ଆନ୍ଧ୍ର…

ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ: ୧.୧୧ ଲକ୍ଷ ଜଣଙ୍କ ଆକାଉଣ୍ଟକୁ ଗଲା ୬୯.୨୩ କୋଟି ଟଙ୍କା

ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍‌ ଛୁଟି ଘୋଷଣା

ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର)…

ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…

ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?