ଆଜି ଲୋକାର୍ପିତ ହେବ ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପ

ସମ୍ବଲପୁର,୨୭ା୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପର ଶନିବାର ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଫଳକ ଉନ୍ମୋଚନ କରିବେ। ଏଥିସହ ମୁଖ୍ୟମନ୍ତ୍ରୀ ହୋମ ଯଜ୍ଞରେ ସାମିଲ ହୋଇ ଦେବୀଙ୍କୁ ଅରାଧନା କରିବେ।

ଲୋକାର୍ପଣ ପରିପ୍ରେକ୍ଷୀରେ ଚାରି ଦ୍ୱାର ଓ ମନ୍ଦିର ସମ୍ମୁଖରେ ହୋମ ଯଜ୍ଞ ଓ ଚଣ୍ଡୀପାଠ ହେବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପଣ୍ଡିତ ମହେନ୍ଦ୍ର ପୂଜାହାରୀଙ୍କ ନେତୃତ୍ୱରେ ୩୦ଜଣ ପଣ୍ଡିତ ପୂଜାକାର୍ଯ୍ୟ ସମ୍ପାଦନ କରିବେ। ସନ୍ଧ୍ୟାରେ ମହାନଦୀ ଆଳତି ହେବ। ଏଥିରେ ସମ୍ବଲପୁର ଓ ଛତିଶଗଡ ଚନ୍ଦ୍ରହାସୀନି ପୀଠର ୧୪ଜଣ ପଣ୍ଡିତ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri