ମା’ ସମଲେଶ୍ୱରୀଙ୍କ ମହାସ୍ନାନ, ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି

ବରଗଡ଼,୧୨ା୪: ଆଜି ଚୈତ୍ର ପୂର୍ଣ୍ଣିମା । ଏହି ଅବସରରେ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାର୍ଷିକ ମହାସ୍ନାନ ଉତ୍ସବ ଚାଲିଛି। ଭୋର୍‌ ୪ଟାରୁ ମା’ଙ୍କ ସ୍ବତନ୍ତ୍ର ପୂଜା ସହ ଦେବୀଙ୍କ ମହାସ୍ନାନ ପର୍ବ ହୋଇଥିଲା। ସେହିପରି ଭୋର ୪ଟା ୫୦ମିନିଟରୁ ଭକ୍ତଙ୍କ ଦ୍ୱାରା ମା’ ସମଲେଶ୍ବରୀଙ୍କ ଜଳାଭିଷେକ ହୋଇଥିଲା। ମା’ଙ୍କର ଏହି ଜଳାଭିଷେକ ବର୍ଷକରେ କେବଳ ଚୈତ୍ର ପୂର୍ଣ୍ଣିମା ତିଥିରେ ଅନୁଷ୍ଠିତ ହେଉଥିବା ବେଳେ ଆଜିର ଦିନକୁ ଭକ୍ତମାନେ ବହୁ ଆଗ୍ରହ ସହକାରେ ଅପେକ୍ଷା କରିଥାନ୍ତି। ଦେବୀ ସମଲେଶ୍ୱରୀ ହେଉଛନ୍ତି ମାତା ପାର୍ବତୀଙ୍କ ସ୍ବରୂପ। ତେଣୁ ମାତା ପାର୍ବତୀଙ୍କୁ ଚୈତ୍ର ପୂର୍ଣ୍ଣିମା ତଥା ଆଜିର ଦିନରେ ଜଳାଭିଷେକ କରାଗଲେ ସମଗ୍ର ପୃଥିବୀ ଶୀତଳିକରଣ ହୋଇଥାଏ। ଆଉ ଗରମର ପ୍ରାଦୁର୍ଭାବରୁ ସମଗ୍ର ଜୀବଜଗତକୁ ରକ୍ଷା ମିଳିଥାଏ। ସେହିପରି ମା’ଙ୍କୁ ଆଜିର ଦିନରେ ସ୍ନାନ କରାଇଲେ ଗରମ ଦାଉରେ ଦେଖାଦେଉଥିବା ବିଭିନ୍ନ ରୋଗ ଉପଶମ ହେବା ସହ ପରିବାର ତଥା ସମାଜର ମଙ୍ଗଳ ହୋଇଥାଏ ବୋଲି ଭକ୍ତଙ୍କ ମଧ୍ୟରେ ଅତୁଟ ବିଶ୍ୱାସ ରହିଛି। ମା’ ସମଲେଶ୍ବରୀଙ୍କୁ ଦର୍ଶନ ପାଇଁ ଭୋରରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri