ମା’ ସମଲେଶ୍ବରୀଙ୍କ କାତ୍ୟାୟନୀ ବେଶ, ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ)- ଶାରଦୀୟ ପୂଜନୋତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ଶନିବାର କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି । ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ଆସି ଦେବୀଙ୍କୁ ଦର୍ଶନ କରୁଛନ୍ତି । ଭକ୍ତମାନଙ୍କ ସମସ୍ତ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri