ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ୱରୀ

ବରଗଡ଼ ଅଫିସ୍‌,୨୫।୯: ବରଗଡ଼ ସହର ତଳିପଡ଼ାସ୍ଥିତ ସମଲେଶ୍ୱରୀ ମନ୍ଦିରରେ ରବିବାର ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ମହାଳୟା ତିଥିରେ ଦେବୀଙ୍କୁ ଧବଳମୁଖୀ ବେଶରେ ଦର୍ଶନ କଲେ ଗଙ୍ଗା ସ୍ନାନର ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି ।

ଅନ୍ୟପକ୍ଷେ ସକାଳୁ ବହୁସଂଖ୍ୟକ ଶ୍ରଦ୍ଧାଳୁ ପୂଜା ସାମଗ୍ରୀ ଧରି ଦେବୀଙ୍କୁ ଦର୍ଶନ ପାଇଁ ମନ୍ଦିରକୁ ଆସିଥିଲେ । ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସୁବନ୍ଦୋବସ୍ତ କରାଯାଇ ଥିବାବେଳେ ପଣ୍ଡିତମାନେ ମା’ଙ୍କ ବେଶ କରି ପୂଜାର୍ଚ୍ଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?