ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇଥିବାବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ହରାଇ ଫାଇନାଲରେ ପହଞ୍ଚିଲା ପାକିସ୍ତାନ, ଟାଇଟଲ ପାଇଁ ଶ୍ରୀଲଙ୍କା ସହ ମହାଲଢ଼େଇ

ନୂଆଦିଲ୍ଲୀ, ୨୮।୧୧: ଏସିଆ କପ ରାଇଜିଂ ଷ୍ଟାର୍ସର ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି ପାକିସ୍ତାନ-ଏ। ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଦଳ ବାଂଲାଦେଶ-ଏକୁ ୫ ଉଇକେଟ୍‌ରେ ପରାସ୍ତ କରିଛି।…

ଶିକ୍ଷାଦାନକୁ ପ୍ରଭାବିତ କରୁଛି ଅସଜଡ଼ା ଭିତ୍ତିଭୂମି: ବାତ୍ୟା ଆଶ୍ରୟସ୍ଥଳରେ ପଢ଼ୁଛନ୍ତି ପିଲା

ବାରିପଦା,୨୮ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଦ୍ୟାଳୟଗୁଡ଼ିକରେ ସ୍ମାର୍ଟ କ୍ଲାସ୍‌, ଡିଜିଟାଲ ଶିକ୍ଷା ଓ ଆଧୁନିକ…

ନ୍ୟୁଜିଲାଣ୍ଡ ମାଟିରେ ଇତିହାସ ରଚିଲେ ଆକାଶଦୀପ: ଭାରତୀୟ ଦ୍ରୁତ ବୋଲରଙ୍କ ତାଲିକାରେ ହେଲେ ସାମିଲ

କ୍ରାଇଷ୍ଟଚର୍ଚ୍ଚ: କ୍ରାଇଷ୍ଟଚର୍ଚ୍ଚର ହାଗଲି ଓଭାଲ ଷ୍ଟାଡିୟମରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ ୩୫୬ ରନରେ ଶେଷ ହୋଇଛି। ଘରୋଇ ଦଳ ପକ୍ଷରୁ ଟମ ବ୍ଲଣ୍ଡେଲ…

୨,୦୦୦ ବର୍ଷ ପୂର୍ବରୁ ସୁନ୍ଦରବନରେ ଥିଲା ଜନବସତି

କୋଲ୍‌କାତା, ୨୮ା୧୧: ବିଶ୍ୱର ସର୍ବବୃହତ୍‌ ହେନ୍ତାଳ ବନ ତଥା ରୟାଲ ବେଙ୍ଗଲ ଟାଇଗରଙ୍କ ବାସସ୍ଥଳୀ ଭାବେ ପରିଚିତ ସୁନ୍ଦରବନର ଇତିହାସକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ…

ଡିସେମ୍ବର ୧ରୁ ବଦଳିବାକୁ ଯାଉଛି ଟଙ୍କା ପଇସା ସହ ଜଡ଼ିତ ଏହି ବଡ଼ ନିୟମ, ଆପଣଙ୍କ ପକେଟ୍ ଉପରେ ପଡ଼ିବ ସିଧାସଳଖ ପ୍ରଭାବ!

ନୂଆଦିଲ୍ଲୀ, ୨୭।୧୧: ନୂଆ ମାସ ଅର୍ଥାତ୍ ୧ ଡିସେମ୍ବର ୨୦୨୬ ନିଜ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ନେଇ ଆସୁଛି, ଯାହାର ସିଧାସଳଖ ପ୍ରଭାବ ସାଧାରଣ…

ଅଧିନାୟକ ପଦ ନ ମିଳିବାରୁ MIର ବଡ଼ ଅଫର୍‌ ପ୍ରତ୍ୟାଖ୍ୟାନ କଲେ ବୁମ୍‌ରାହ? ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୨୭।୧୧: ଆଇପିଏଲ୍ ୨୦୨୭ ପୂର୍ବରୁ ପାଞ୍ଚ ଥରର ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସ (MI) ରୋହିତ ଶର୍ମାଙ୍କୁ ପୁଣି ଥରେ ଦଳର ଅଧିନାୟକ ଭାବେ ନିଯୁକ୍ତ କରିବାର ବିଧିବଦ୍ଧ…

IPL ଇତିହାସରେ ଅଧିନାୟକ ଭାବେ ସର୍ୱାଧିକ ରନ କରିଥିବା ୫ ଖେଳାଳି: ଶୀର୍ଷରେ କୋହଲି, ଟପ-୩ରେ ରୋହିତ, ତାଲିକାରେ ଧୋନୀ…

ନୂଆଦିଲ୍ଲୀ,୨୭।୧୧: ମୁମ୍ୱାଇ ଇଣ୍ଡିଆନ୍ସ IPL ୨୦୨୭ ପୂର୍ୱରୁ ରୋହିତ ଶର୍ମାଙ୍କୁ ପୁଣି ଥରେ ଦଳର ଅଧିନାୟକ ଭାବେ ନିଯୁକ୍ତ କରିଛି। ତିନି ବର୍ଷ ପରେ ଅଧିନାୟକ ପଦକୁ…

ତାମିଲନାଡୁ ରାଜନୀତିରେ ବଡ଼ ହଲଚଲ: ମହିଳା IAS ଅଧିକାରୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହେଲେ TVK ବିଧାୟକ

ଚେନ୍ନାଇ,୨୭।୧୧: ମହିଳା IAS ଅଧିକାରୀଙ୍କୁ ଅସଦାଚରଣ ଅଭିଯୋଗରେ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗମ’ (TVK)ର କାଲ୍ଲାକୁରିଚି ବିଧାୟକ ସି. ଅରୁଲ ଭିଗ୍ନେଶଙ୍କୁ ଶୁକ୍ରବାର ସଂଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?