ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା ପୂଜା ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ କୈବର୍ତ୍ତ ସଂଘ ସଭାପତି ହୁଦାନନ୍ଦ ମଲ୍ଲିକ, ମୁଖ୍ୟ ପୁରୋଧା ଦାମୋଦର ନାଏକ, ବ୍ଲକ ସଂଯୋଜକ ସୁଶାନ୍ତ ମଲ୍ଲିକ ଯାତ୍ରା ପରିଚାଳକ ପୂଜକ ଭଗବାନ ନାଏକ, ସୁରେନ୍ଦ୍ର ନାଏକଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ବାରଦେହେରିଆ ଭାବରେ ଭମର ନାଏକ, ଗଣ୍ତାରାମ ନାଏକ, ଗୁଣନିଧି ନାଏକ,ରହିତ ନାଏକ, ବୀରମଣି ନାଏକ, ଲିଙ୍ଗରାଜ ନାଏକ, ଖିରସିନ୍ଧୁ ନାଏକ, ଟିକେଶ୍ବର ନାଏକ କୁଜବନ ସାଣ୍ତ, ନିଳକଣ୍ଠ କୁମୁରା, ଚିନ୍ତା ପରାପୁଏ, ପ୍ରେମ ରଞ୍ଜନ ଗହିର, ଥବିର ନାଏକ, ପ୍ରମୁଖ ସହଯୋଗ କରିଥିଲେ। ଯାତ୍ରାରେ ମା’ଙ୍କୁ ଦର୍ଶନ କରିବା ପାଇଁ ବହୁ ଭକ୍ତଙ୍କ ସମାଗମ ହୋଇଥିଲା। ମାନସିକ ପୂରଣ ହୋଇଥିବା କେତେକ ଭକ୍ତ କୁକୁଡ଼ା ଓ ବୋଦା ବଳି ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri