ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ ମା’ ସୁରେଶ୍ଵରୀଙ୍କ ଘାଟ ଯାତ୍ରା ଓ ବନ୍ଧୁମିଳନ ରବିବାର ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ ସଭାପତି ହୁଦାନନ୍ଦ ମଲ୍ଲିକ ପୂଜକ ଦାମୋଦର ନାଏକ କର୍ଲାମୁଣ୍ଡା ବ୍ଲକ ସ୍ତରୀୟ ଦୁଇ ଆଞ୍ଚଳିକ କମିଟି ସାନ ଡୁଙ୍ଗୁରୀ ଗୁଡା ଅଞ୍ଚଳ ଏବଂ ତେରେ ସିଂହା ଆଞ୍ଚଳିକ ସମସ୍ତ କୈବର୍ତ୍ତ କେଉଁଟ ସମାଜ ଜାତି ଭାଇ ମାନେ ଉପସ୍ଥିତ ଥିଲେ । ସାନଡୁଙ୍ଗୁରି ଗୁଡା ଅଞ୍ଚଳ (କ)ସଭାପତି ଅଗସ୍ତି ବୁଡେକ ସଂପାଦକ କିଶୋର ଚନ୍ଦ୍ର ନାଏକ ପ୍ରମୁଖ ସହଯୋଗ କରିଥିଲେ।

ଯାତ୍ରାରେ ମାଁ ଙ୍କୁ ଦର୍ଶନ କରିବା ପାଇଁ ବହୁ ଭକ୍ତଙ୍କ ସମାଗମ ହୋଇଥିଲା। ମାନସିକ ପୂରଣ ହୋଇଥିବା କେତେଜଣ ଭକ୍ତ କୁକୁଡ଼ା ଓ ବୋଦା ବଳି ଦେଇଥିଲେ। ସେହିପରି ଗଜବାହଲ ପଞ୍ଚାୟତ ପରମାନନ୍ଦପୁର ଠାରେ ସାନଡୁଙ୍ଗୁରିଗୁଡା ଆଞ୍ଚଳିକ କେଉଁଟ ସମାଜ ତରଫରୁ ନବବର୍ଷ ପାଇଁ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଭାପତି ଜ୍ୟୋତିଷ ନାଏକ, ସଂପାଦକ ଗୋରୀଶଙ୍କର ଦଣ୍ଡସେନା, ସରୋଜ ବୁଡେକ, ଗୁରୁ ନାଏକ, କୁବେର ବୁଡେକ ଏବଂ ବଲାଙ୍ଗୀର ଜିଲ୍ଲା କେଉଁଟ ସମାଜ ରୁ ମଧ୍ୟ ଖୁସମାଳ ଆଞ୍ଚଳିକ ସଭାପତି ସେଷଦେବ ମଲ୍ଲିକ, ଘଣ୍ଟମାଳ ଆଞ୍ଚଳିକ କମିଟି ସଭାପତି ଭାସ୍କର ମଲ୍ଲିକ, ସାତକୋଶିଆ ଉତ୍ତରାଞ୍ଚଳ ପୁରୁଣାପାଣି ସଭାପତି ଚକ୍ରଧର ମଲ୍ଲିକ, ପ୍ରମୁଖ ଶତାଧିକ ଜାତି ଭାଇ ଉପସ୍ଥିତ ରହି ସୁଦୃଢ ସମାଜ ଗଠନ ପାଇଁ କହିଥିଲେ। ଆଞ୍ଚଳିକ କମିଟି ମଧ୍ୟରେ ସୁସଂପର୍କ ସ୍ଥାପନ, ସମାଜର ଉନ୍ନତି ମୁଳକ କାର୍ଯ୍ୟକ୍ରମ ସମ୍ବନ୍ଧେ ମଜବୁତ କରିବା ପାଇଁ ସ୍ଥିର କରି ଉପସ୍ଥିତ ସମସ୍ତ ସଭ୍ୟ ବିଭିନ୍ନ ମତପ୍ରକାଶ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri