ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରାର ଦ୍ୱିତୀୟ ପାଳି

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛିଛି। ଦ୍ୱିତୀୟ ପାଳିରେ ରାତି ସାଢେ ୧୨ ଟାରୁ ମନ୍ଦିର ଦ୍ୱାର ଫିଟା ହୋଇ ରିତିନୀତି ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଶେକ ଆଦି ନିତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ତାରାତାରିଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା। ରାତି ୩.୪୫ ରେ ସାହାଣ ମେଲା ହୋଇ ମା’ ତାରା ତାରିଣୀ ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହା ସହ ରାତି ୨ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।

ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଯାତ୍ରାର ତଦାରଖ କରିଛନ୍ତି। ଛତ୍ରପୁର ଉପଜିଲାପାଳ ପ୍ରଶନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲ, ଆଇଆଇସି ପ୍ରିୟୁସ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ମନ୍ଦିର ର୍ନିବାହୀ ଅଧିକାରୀ ଟିକେ ରେଡି ପ୍ରମୁଖ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିବାରେ ଲାଗିଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୃବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?