ମା’ତାରିଣୀଙ୍କ ହୁଣ୍ଡିରୁ ମିଳିଲା ଲକ୍ଷଲକ୍ଷ ଟଙ୍କା ସହ ସୁନା

ଘଟଙ୍ଗା,୨୫ା୧(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀଙ୍କ ହୁଣ୍ଡି ଗୁରୁବାର ଖୋଲାଯାଇ ଗଣତି ହୋଇଛି। ମନ୍ଦିର ବେଢ଼ା ଭିତର ଓ ବାହାର ମୋଟ ୧୩ଟି ହୁଣ୍ଡିରୁ ମୋଟ ୨୮ ଲକ୍ଷ ୨୧ ହଜାର ୭୬୭ ଟଙ୍କା, ୫୦ ଗ୍ରାମ ୨୩୦ ମିଲିଗ୍ରାମ ସୁନା ଓ ୮୭୫ ଗ୍ରାମ ୨୦୦ ମିଲିଗ୍ରାମ ରୁପା ମିଳିଥିବା ଜଣାଯାଇଛି। ସମ୍ବଲପୁର ଦେବୋତ୍ତର ବିଭାଗ ଡିଭିଜିନାଲ ଇନ୍ସପେକ୍ଟର ଦକ୍ଷିଣ କୁମାର ମାରାଣ୍ଡି, ଦେବୋତ୍ତର ନିରୀକ୍ଷକ ତ୍ରିଲୋଚନ ନାଏକ, ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର, ପୋଲିସ କର୍ମଚାରୀ ଶ୍ରୀନିବାସ ବେହେରା, ନଳିନୀ ମହାନ୍ତ ଓ ମଦନ ମୋହନ ପୂର୍ତ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ମନ୍ଦିର ବରିଷ୍ଠ କର୍ମଚାରୀ ଅବନୀ ଜେନା, ଶରତ ବେହେରା, ହରେକୃଷ୍ଣ ପଳେଇ, ମହେଶ୍ୱର ସାହୁ, ରଞ୍ଜନ ସାହୁ, ଅରୁଣ ନାୟକ, ଶ୍ରୀକାନ୍ତ ଦେହୁରୀ, ନବୀନ ମହାନ୍ତ, କାଳନ୍ଦୀ ମହାନ୍ତ, ତୁଷାରକାନ୍ତ ରାଉତ, ଲକ୍ଷ୍ମୀଧର ମହାନ୍ତ, ଦେବଦତ୍ତ ବଳ, ସନାତନ ନାଏକ, ତରଣୀସେନ ରାଉତ, ତୁଷାରକାନ୍ତ ରାଉତ, ହରିହର ମହାନ୍ତ, ନାରାୟଣ ମୁଖି, ଚନ୍ଦନ ବେହେରା, ପିତାମ୍ବର ଗିରି, ଚକ୍ରଧର ନାଏକ, ବିଷ୍ଣୁ ଚରଣ ନାଏକ, ସନିଆ ମୁଖି, ଷ୍ଟେଟ୍‌ ବ୍ୟାଙ୍କ କର୍ମଚାରୀ ପାୟଲ ମଲ୍ଲିକ ଓ ସିପୁନ ସାହୁ ଉପସ୍ଥିତ ରହି ଗଣତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri