ମକର ସଂକ୍ରାନ୍ତିରେ ବନ୍ଦ ରହିବ ମା’ ତାରିଣୀ ମନ୍ଦିର

କେନ୍ଦୁଝର,୧୩।୧(ସ୍ବ.ପ୍ର.): ଶୁକ୍ରବାର ମକର ସଂକ୍ରାନ୍ତି। ଏହାକୁ ନେଇ ରାଜ୍ୟର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାର ସମ୍ଭାବନା ରହିଛି। ମାତ୍ର କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦୁଝର ଜିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ ମନ୍ଦିର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ମା’ ତାରିଣୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମେ। ଦୂର ଦୂରାନ୍ତରରୁ ଶ୍ରଦ୍ଧାଳୁ ମା’ ତାରିଣୀଙ୍କ ଦର୍ଶନ କରିବାକୁ ଆସନ୍ତି। ଏଣୁ ଏଠାରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି।

କରୋନା କଟକଣା ସ୍ବରୂପ, ଶୁକ୍ରବାର ମନ୍ଦିର ପରିସରକୁ କୌଣସି ଭକ୍ତ ପ୍ରବେଶ କରିପାରିବେ ନାହିଁ। ହେଲେ ମା’ଙ୍କ ନୀତିକାନ୍ତି ଯଥାରୀତି ସମ୍ପନ୍ନ କରାଯିବ। ମା’ଙ୍କ ବେଶ, ସକାଳ ଆଳତି , ଅନ୍ନପ୍ରସାଦ ନୀତି, ସା ଆଳତି ଓ ପହଡ଼ ଆଳତି ଯଥାର ସମ୍ପାଦନ ହେବ ବୋଲି ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିସ୍ତଲ ଜବତ, ୫ ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ, ୨୩|୧: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଓଡ଼ିଶୋ ନିକଟରୁ ଗତ ୧୭ ତାରିଖରେ ୟୁନିଟ୍‌ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଜଗତ୍‌ସିଂହପୁର ଶାଖା ମହିଳା ଲୋନ ଅଫିସରଙ୍କଠାରୁ...

ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌ ଆରୋହୀ ମୃତ

ମାଲକାନଗିରି,୨୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମୁକିମାଡକା ଗ୍ରାମ ନିକଟରେ ଜଣେ ବାଇକ୍‌ ଆରୋହୀ ଏକ ଟ୍ରକ୍‌ ପଛକୁ ଧକ୍କା ଦେଇ ଘଟଣା ସ୍ଥଳରେ...

ରୁଗ୍‌ଣ ହେଉଛି ତାଳଚେର ଆର୍‌ଏମ୍‌ସି: ଆୟର ୭୦ ପ୍ରତିଶତ ଯାଉଛି ଦରମାରେ

ତାଳଚେର,୩ା୧(ନି.ପ୍ର.) – ତାଳଚେର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ସ୍ଥାପନ ହେବାର ପ୍ରାୟ ୨୭ ବର୍ଷ ହେଲାଣି। ଏହାର ବାର୍ଷିକ ଆୟ ୨୭ ଲକ୍ଷ। କିନ୍ତୁ...

ଶଟ୍‌ଡାଉନ ସମୟରେ ମାଛ, ମାଂସ, ଅଣ୍ଡା ହୋମ୍‌ଡେଲିଭରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ସପ୍ତାହକୁ ଯେଉଁଦିନ ସରକାର ଶଟ୍‌ଡାଉନ ଘୋଷଣା କରିଛନ୍ତି ସେହିଦିନଗୁଡିକରେ ଅନ୍‌ଲାଇନ ଜରିଆରେ କୁକୁଡ଼ା, ମାଛ ଏବଂ ଚିଙ୍ଗୁଡି ଯୋଗାଇ ଦିଆଯିବ। ରାଜଧାନୀସ୍ଥିତ ଓପୋଲଫେଡ ଓ...

ସମ୍ବଲପୁର ଷ୍ଟେଶନରୁ ଚାଲିଲା ସ୍ବତନ୍ତ୍ର ଟ୍ରେନ

ସମ୍ବଲପୁର,୮ା୬(ବ୍ୟୁରୋ): ମହାମାରୀ କରୋନା ଯୋଗୁ ସମ୍ବଲପୁର ଷ୍ଟେଶନରୁ ବନ୍ଦ ପଡିଥିବା ରେଳ ଚଳାଚଳ ଆରମ୍ଭ ହୋଇଛି। ସୋମବାର ସମ୍ବଲପୁର-ପୁରୀ ଇଣ୍ଟରସିଟି ଯାହା ପରିବର୍ତ୍ତନ ହୋଇ ଖୋର୍ଦ୍ଧା...

କାଏମ ରହିଲା ସମସ୍ତ ମେୟର ପ୍ରାର୍ଥିନୀଙ୍କ ପ୍ରାର୍ଥିତ୍ୱ

ଭୁବନେଶ୍ୱର,୯।୩(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏଥିରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ସମସ୍ତ ୧୨ଜଣ ମେୟର ପ୍ରାର୍ଥିନୀଙ୍କ...

‘ପାଠକ କମୁ ଥିବାରୁ ପତ୍ରପତ୍ରିକା ପ୍ରସାରଣ କମୁଛି’

ଫୁଲବାଣୀ ଅଫିସ, ୧୮ା୨ – ‘ଉତ୍କଳ ଦୀପିକା’ ଓଡିଶାରେ ପ୍ରଥମ ଓଡ଼ିଆ ଖବରକାଗଜ। ବର୍ତ୍ତମାନ ଖାଲି ଖବରକାଗଜ ନୁହେଁ, ଅନେକ ପତ୍ରପତ୍ରିକା ପ୍ରକାଶ ପାଉଛି। ହେଲେ...

୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା

ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ...

Advertisement
Archives

Model This Week