Advertisement

ଆସନ୍ତାକାଲି ବନ୍ଦ ରହିବ ମା’ ତାରିଣୀଙ୍କ ମନ୍ଦିର

ଘଟଗାଁ,୭ା୧୧(ଡି.ଏନ୍‌.ଏ.): ଆସନ୍ତା ୮ ତାରିଖ ମଙ୍ଗଳବାର ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିର ବନ୍ଦ ରହିବ। ଏହିଦିନ ଚନ୍ଦ୍ର ଗ୍ରହଣ ଯୋଗୁ ମା’ଙ୍କ ନୀତିକାନ୍ତି ବନ୍ଦ ରହିବା ନେଇ ମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ରାତି ୩ରୁ ୫ମଧ୍ୟରେ ମା’ଙ୍କ ସମସ୍ତ ପୂଜାବିଧି ସମ୍ପନ୍ନ କରାଯିବା ପରେ ମନ୍ଦିର ବନ୍ଦ ରହିବ। ୮ ତାରିଖ ସନ୍ଧ୍ୟା ସୁଦ୍ଧା ୬.୨୧ ପର୍ଯ୍ୟନ୍ତ ପାକତ୍ୟାଗ, ଦେବନୀତି ଓ ଅନ୍ନଭୋଜନ ନିଷେଧ କରାଯାଇଛି।ସନ୍ଧ୍ୟା ୬.୨୧ ପରେ ଯଥାରୀତି ଦେବନୀତି ଓ ପୂଜାକାର୍ଯ୍ୟ ସମ୍ପାଦନ ହେବ। ଏନେଇ ମନ୍ଦିର କମିଟି ପକ୍ଷରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି।...

ବ୍ଲାକ୍‌ରୋଜରେ ପିଟିହୋଇ ବୁଡ଼ିଲା ବୋଟ୍‌ ୫ ମତ୍ସ୍ୟଜୀବୀ ଉଦ୍ଧାର, ୨ ନିଖୋଜ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ସଂଲଗ୍ନ ସମୁଦ୍ର ଆଙ୍କରେଜରେ ବୁଡିରହିଥିବା ବ୍ଲାକ୍‌ରୋଜ ଜାହାଜ ଯୋଗୁ ସୋମବାର ଦୁର୍ଘଟଣା ଘଟିଛି। ମା’ ମିନୁ ନାମକ ମାଛଧରା ବୋଟ୍‌ ମାଛଧରା...

ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ...

ସରକାରୀ ନିୟମ ନ ମାନିବାକୁ ଚେତାବନୀ

ଯୋଡ଼ା,୧୫ା୧୦(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟର ମାଧ୍ୟମରେ ସରକାରଙ୍କ ନିୟମକାନୁନ ନ ମାନିବା ପାଇଁ ଖୋଲାଖୋଲି ଆହ୍ବାନ...

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ...

ବ୍ରାହ୍ମଣୀ କଇଁଛଙ୍କୁ ପ୍ରଦୂଷଣ ବିପତ୍ତି

ଢେଙ୍କାନାଳ ଅଫିସ, ୧୮।୭ – ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ‘ବ୍ରାହ୍ମଣୀ’ ବିପଦରେ। ନଦୀ ତଟବର୍ତ୍ତୀ ଅଞ୍ଚଳରେ ଗଢ଼ି ଉଠିଥିବା କଳକାରଖାନାର ବର୍ଜ୍ୟଜଳ ଏହାର ପାଣିକୁ...

ଭିଜିଲାନ୍ସ ଜାଲରେ ତହସିଲଦାର

ସୋନପୁର/ତରଭା,୧୬।୧୧(ନି.ପ୍ର./ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ...

ବିପଦ ଆଶଙ୍କାରେ ୩୩୦ ଛାତ୍ରୀଛାତ୍ରଙ୍କ ଜୀବନ: ଭରା ନଦୀରେ ଧୋଉଛନ୍ତି ବାସନ

ନୟାଗଡ଼ ଅଫିସ,୯।୭-ବିପଦ ଆଶଙ୍କାରେ ୩୩୦ ଛାତ୍ରୀଛାତ୍ରଙ୍କ ଜୀବନ । ପ୍ରତିଦିନ ମଧ୍ୟାହ୍ନ ଭୋଜନ ପରେ ଭରା ନଦୀକୁ ବାସନ ଧୋଇବାକୁ ଯାଉଛନ୍ତି ସେମାନେ। ଦିନ ନୁହେଁ...

Advertisement
Archives

Model This Week