ଆଜିଠୁ ଆରମ୍ଭ ହେଲା ମା’ ତାରିଣୀଙ୍କ ଚଇତି ପର୍ବ

ଘଟଗାଁ,୯।୪(ସ୍ବ.ପ୍ର.): ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ କେନ୍ଦୁଝର ଘଟଗାଁ ମା’ ତାରିଣୀଙ୍କ ଚଇତି ପର୍ବ । କରୋନା କଟକଣା ଭିତରେ ଚଳିତବର୍ଷ ଏହି ପର୍ବ ପାଳନ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ଏବଂ ମନ୍ଦିର କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଭୋର୍‌ରୁ ମା’ଙ୍କର ସ୍ନାନ ପରେ ମାଜଣା ଓ ସୁନାବେଶ ଅନୁଷ୍ଠିତ ହୋଇଥିଲା। ପରେ ଆଳତି କରାଯାଇ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ଦିଆଯାଇଛି।

୧୫ ତାରିଖ ଯାଏ ଏହି ପର୍ବ ଚାଲିବ। ଶୁକ୍ରବାରଠାରୁ ୧୨ ତାରିଖ ଯାଏ ମନ୍ଦିର ଖୋଲା ୧୩ ଓ ୧୪ ତାରିଖ ମନ୍ଦିର ବନ୍ଦ ରହିବ। ଆସନ୍ତା ୧୫ ତାରିଖରେ ଭକ୍ତମାନେ ମା’ଙ୍କର ଦର୍ଶନ କରି ପାରିବେ। ଶ୍ରଦ୍ଧାଳୁ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ୩୦ ଏବଂ ଅପରାହ୍ନ ୩ଟା ୩୦ରୁ ସା ୭ଟା ଯାଏ ମା’ଙ୍କ ଦର୍ଶନ କରିପାରିବେ। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପଣା ସଂକ୍ରାନ୍ତିରେ ମା’ଙ୍କ ଦର୍ଶନ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri