ମା’ ତାରିଣୀଙ୍କ ଚଇତିପର୍ବ

ଚଇତିପର୍ବ ମା’ ତାରିଣୀଙ୍କ ପ୍ରସିଦ୍ଧ ପର୍ବ ଭାବେ ପରିଚିତ। ଏହି ପର୍ବ ଲାଗି କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ତାରିଣୀଙ୍କ ପୀଠରେ ମୁଖରିତ ହୋଇଉଠେ। ପୂର୍ବରୁ ଏହି ପର୍ବ କେବଳ ପଣା ସଂକ୍ରାନ୍ତି ଦିନହଁି ପାଳିତ ହେଉଥିଲା। ମାତ୍ର ୧୯୩୭ ମସିହା ପରଠାରୁ ଏହି ପର୍ବ ୭ଦିନ ବ୍ୟାପୀ ପାଳିତ ହୋଇଆସୁଛି। ଚଇତି ପର୍ବରେ ପ୍ରତିଦିନ ମା’ଙ୍କ ସୁନାବେଶ କରାଯିବା ସହ ସକାଳ ଓ ସନ୍ଧ୍ୟା ସମୟରେ ସ୍ବତନ୍ତ୍ର ଭାବେ ମଙ୍ଗଳଆଳତୀ, ଭାଗବତ ପାଠ, ଚଣ୍ଡୀପାଠ ଓ ସତ୍ୟନାରାୟଣଙ୍କ ଆସ୍ଥାନ ପୂଜା ବିଧି ମୁତାବକ ହୋଇଥାଏ। ଚଳିତବର୍ଷ କରୋନା କଟକଣା ମଧ୍ୟରେ ୯ରୁ ଆରମ୍ଭ ହୋଇଥିବା ଏହି ପର୍ବ ୧୫ ତାରିଖରେ ଶେଷ ହେବ। ଅଧିକ ଭକ୍ତଙ୍କ ସମାବେଶକୁ ଆଖି ଆଗରେ ୧୩ରେ ମନ୍ଦିର ବନ୍ଦ ରହିଥିଲା। ଏଥିସହ ପଣାସଂକ୍ରାନ୍ତି ଦିନ ମନ୍ଦିର ବନ୍ଦ ରହିବା ସହ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଏଣୁ ଏହି ଅବସରରେ ମା’ ତାରିଣୀ ଓ୍ବେବ ସାଇଟ, ଫେସ ବୁକ ଲାଇଭ, ହ୍ବାଟସଆପ ତଥା ଏଲଇଡି ଟିଭି ମାଧ୍ୟମରେ ମା’ ଙ୍କ ପୂଜା ଓ ରୀତିନୀତିକୁ ପ୍ରଚାର କରିବା ପାଇଁ ବ୍ୟବସ୍ଥା କରାଯାଇଛି।

– ନରେଶ ପଟ୍ଟନାୟକ


Enter your email to get our daily news in your inbox.

All Right Reserved By Dharitri.Com

ଲୁଟ୍‌ବେଳେ ଷ୍ଟାର୍ଟ ହେଲାନି ବାଇକ୍‌, ଧରାପଡ଼ିଲେ ଅଭିଯୁକ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ...

ରାତ୍ରି କର୍ଫ୍ୟୁ, ସଟ୍‌ଡାଉନ ସମୟରେ ଖୋଲା ରହିବ ରାସ୍ତା କଡ ଢାବା

ଭୁବନେଶ୍ୱର,୧୨।୬(ବ୍ୟୁରୋ):ସଟଡାଉନ ଏବଂ ଲକ୍‌ଡାଉନର କର୍ଫ୍ୟୁ ସମୟରେ ଢାବାସବୁ ଖୋଲା ରହିବ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଲକ୍‌ଡାଉନ କଟକଣା କିନ୍ତୁ ଧିରେଧିରେ...

କବରସ୍ଥାନ ପାଇଁ ଜମି ଦେଲେ ହିନ୍ଦୁ ପରିିବାର

ଜିନ୍ଦ୍‌(ହରିୟାଣା): ଜାତି, ଧର୍ମ ଭୁଲି ଭାଇଚାରା ଓ ମାନବିକତାର ପରିଚୟ ଦେଇଛନ୍ତି ଏକ ହିନ୍ଦୁ ପରିବାର। ମୃତ୍ୟୁ ପରେ କବର ଦେବା ପାଇଁ ଜମି ମିଳୁ...

ଗାଇବନ୍ଧା ଗାଁକୁ ନାହିଁ ରାସ୍ତା କି ପିଇବା ପାଇଁ ପାଣି ନାହିଁ; ସୋଲାର ପାଣି ଟାଙ୍କି ୨ ବର୍ଷ ହେବ ଅଚଳ

କୋକସରା, ୩୦।୧୧ (ଡି.ଏନ.ଏ.)  କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ଆଦିବାସୀ ବହୁଳ ଗାଁ ହେଉଛି ଗାଇବନ୍ଧା । ଏଠାରେ ୩୦ରୁ ଊଦ୍ଧ୍ୱର୍ର୍...

ସାଂସ୍କୃତିକ ବିବିଧତାକୁ ପ୍ରୋତ୍ସାହିତ କରେ ମାତୃଭାଷା

ଭାଷାଭିତ୍ତିକ ତଥା ସାଂସ୍କୃତିକ ବିବିଧତା ଏବଂ ବହୁଭାଷୀତାକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବର୍ଷ ଫେବୃୟାରୀ ୨୧ରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥାଏ। ଅନ୍ତର୍ଜାତୀୟ ମାତୃଭାଷା...

୪ କି.ମି. ଘୁଞ୍ଚିଲା ମସ୍‌ଜିଦ

ଆଙ୍କାରା: ଗୋଟିଏ ଜାତିର ଇତିହାସ ବଖାଣେ ପୁରାତନ ସ୍ମାରକୀ। ଏହାକୁ ସଂରକ୍ଷଣ କରିବା ଅର୍ଥ ପରପିଢ଼ି ପାଖରେ ସମୃଦ୍ଧ ଇତିହାସକୁ ସୁରକ୍ଷିତ ଭାବେ ପହଞ୍ଚାଇବା। ଏପରି...

ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ...

ଏନ୍‌ଇଇଟି ପିଜି: ଆଜି ସରିବ ଆବେଦନ ସଂଶୋଧନ ପ୍ରତିକିୟା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ହେଉଥିବା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ ବା ଏନ୍‌ଇଇଟି ପିଜି ୨୦୨୩ ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୫ରେ...

Advertisement
Archives

Model This Week