ସଞ୍ଜୟ ଦତ୍ତଙ୍କୁ କ୍ୟାନ୍‌ସର ହେବା ଜଣାପଡ଼ିବା ପରେ ଭାଙ୍ଗି ପଡ଼ିଛନ୍ତି ମାନ୍ୟତା ! ଏପରି କହି ବାଣ୍ଟିଲେ ଦୁଃଖ

ବମ୍ବେ: ଫୁସ୍‌ଫୁସ୍‌ କର୍କଟରେ ଆକ୍ରାନ୍ତ ହୋଇଛନ୍ତି ଅଭିନେତା ସଞ୍ଜୟ ଦତ୍ତ। କିଛିଦିନ ତଳେ ଏହା ଜଣାପଡ଼ିବା ପରେ ପରିବାର ଉପରେ ଦୁଃଖର ବାଦଲ ଢ଼ାଙ୍କି ହୋଇଯାଇଛି। ହେଲେ ପରିସ୍ଥିତି ସହ ଲଢ଼ିବାକୁ ସେମାନେ ନିଶ୍ଚିତ କରିଛନ୍ତି। ସଞ୍ଜୟ ଏବେ ଚିକିତ୍ସାଧୀନ ଥିବା ବେଳେ ସ୍ତ୍ରୀ ମାନ୍ୟତା ବେଶ୍‌ ଭାଙ୍ଗି ପଡ଼ିଛନ୍ତି।

ସେ ଏକ ପୋଷ୍ଟ କରି ଦୁଃଖକୁ ଅନ୍ୟ ସହ ବାଣ୍ଟିଛନ୍ତି। ମାନ୍ୟତା ଲେଖିଛନ୍ତି, ବେଳେବେଳେ ଆପଣଙ୍କୁ ଚୁପ୍‌ ରହିବାକୁ ପଡେ। କାରଣ କୌଣସି ଶବ୍ଦ ଆପଣଙ୍କ ମନରେ ଏବଂ ହୃଦୟରେ କ’ଣ ଚାଲିଛି ତାହା କହିପାରିବ ନାହିଁ।

ତେବେ ସଞ୍ଜୟଙ୍କ କ୍ୟାନ୍‌ସର ହୋଇଥିବା ଜଣାପଡ଼ିବା ପରେ ଆଧିକାରିକ ଭାବେ ମାନ୍ୟତା ବୟାନ ଜାରି କରିଥିଲେ। ତାଙ୍କ ପାଇଁ ପ୍ରାର୍ଥନା କରିଥିବା ସମସ୍ତଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ମାନିଲେ ରିୟା, ସୁଶାନ୍ତଙ୍କ ସହ ଏମିତି…

ବଲିଉଡ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ତଥାକଥିତ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ସୁଶାନ୍ତଙ୍କ ପିତା ବିହାର ଥାନାରେ...

ଚୁଜି ହେଲେଣି ଆଲିୟା

ଆଲିୟା ଭଟ୍ଟଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କର ନୂଆ ସିନେମା ‘ଗାଙ୍ଗୁବାଈ କାତଆଓ୍ବାଡି’ର ପ୍ରଥମ ଲୁକ୍‌ ରିଲିଜ ହେବା ପରେ ତାହା...

ସେଲିବ୍ରିଟି ହେବା ପରେ ବଦଳିଗଲେଣି ରାନୁ ମଣ୍ଡଳ, ଛୁଇଁଦେବା ଯୋଗୁ ପ୍ରଶଂସକଙ୍କ ଉପରେ ରାଗିଲେ

ମୁମ୍ବାଇ: ରାଣାଘାଟ ଷ୍ଟେଶନ ବସି ଗାଉଥିବା ଜଣେ ସାଧାରଣ ମହିଳାରୁ ରାତାରାତି ଷ୍ଟାର ପାଲଟିଥିବା ରାନୁ ମଣ୍ଡଳଙ୍କୁ ନେଇ ନୂଆ ଏକ ଚର୍ଚ୍ଚା। ସେଇଟି ପୁଣି...

ଖଳନାୟକ ନୁହେଁ; ଆଣ୍ଟିହିରୋ ପୀୟୂଷ ତ୍ରିପାଠୀ

ଓଡ଼ିଶା ଯାତ୍ରା ଜଗତରେ ଏବେ ଯେଉଁ କେତେଜଣ ଯୁବପ୍ରତିଭା ନେଗେଟିଭ୍‌ ଭୂମିକାକୁ ଏକ ନୂଆଟ୍ରେଣ୍ଡ ଦେବା ଆରମ୍ଭ କରିଛନ୍ତି ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଯୁବ...

କିୟାରାଙ୍କ ପ୍ରେମରେ ପାଗଳ ହେଲେ ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ନାମ ପୂର୍ବରୁ କେତେଜଣ ବଲିଉଡ୍‌ ନାୟିକାଙ୍କ ସହ ଯୋଡି ହୋଇଥିବା ବେଳେ ଏବେ କିନ୍ତୁ କିୟାରା ଓ ସିଦ୍ଧାର୍ଥଙ୍କ...

ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍‌

ପାଟନା,୩୦।୧୦: ବଲିଉଡ୍‌ରେ ଏବେ ବାୟୋପିକ୍‌ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି...

ଧୋନୀଙ୍କ ଠାରୁ ଅନେକ କିଛି ଶିଖିବାର ଅଛି

ଦୀର୍ଘବର୍ଷ ଧରି ଓଡ଼ିଶା କ୍ରିକେଟ ଦଳର ଫିଜିଓ ଦାୟିତ୍ୱରେ ଅଛନ୍ତି ଶୁଭକାନ୍ତ ସାହୁ। ଏପରିକି ପ୍ରଥମ ଓଡ଼ିଆ ଭାବେ ବିସିସିଆଇର ଲେଭଲ-୧ ଫିଜିଓ କୋର୍ସରେ ସେ...

ଷ୍ଟାଇଲ୍‌ ଷ୍ଟେଟମେଣ୍ଟରେ ସବୁଠାରୁ ଆଗରେ ଦୀପିକା-ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ଓ ତାଙ୍କ ପତି ରଣବୀର କପୁର ବିବାହ ପରଠାରୁ ସବୁବେଳେ ଆସୁଛନ୍ତି ଚର୍ଚ୍ଚାକୁ। ଅଭିନୟ ପାଇଁ କୁହନ୍ତୁ ଅବା...

Coronavirus Update

Archives

Model This Week

Why Dharitri