ଦ୍ୱିତୀୟ ପାଳି ଆଶାରେ ମାକ୍‌ରଁ

ପ୍ୟାରିସ୍‌, ୧୧ା୪: ଫ୍ରାନ୍ସରେ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ରବିବାର ପ୍ରଥମ ପର୍ଯ୍ୟାୟ ଭୋଟିଂ ହୋଇଛି। ଚଳିତ ଥର ୧୨ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଦ୍ୱିତୀୟ ପାଳି ଆରମ୍ଭ ପାଇଁ ବିଦାୟୀ ରାଷ୍ଟ୍ରପତି ଇମାନୁଏଲ ମାକ୍‌ରଁ ଆଶାବାଦୀ ଥିବାବେଳେ ଦକ୍ଷିଣ ପନ୍ଥୀଙ୍କ ପକ୍ଷରୁ ସେ କଡ଼ା ମୁକାବିଲା ସାମ୍‌ନା କରୁଛନ୍ତି। ଦକ୍ଷିଣ ପନ୍ଥୀ ନେତ୍ରୀ ମାରିନ୍‌ ଲି ପେନ୍‌ ଏବଂ ବାମପନ୍ଥୀ ନେତା ଜିନ୍‌-ଲୁସ୍‌ ମେଲନ୍‌କନ୍‌ ମାକ୍‌ରଁଙ୍କ ଦୃଢ଼ ପ୍ରତିଦ୍ୱନ୍ଦ୍ୱୀ ଭାବେ ଉଭା ହୋଇଛନ୍ତି। ଯଦି କୌଣସି ପ୍ରାର୍ଥୀ ଅର୍ଦ୍ଧାଧିକ ଭୋଟରଙ୍କ ଭୋଟ ନ ପାଆନ୍ତି ତେବେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଏଥିରେ ଦୁଇ ଶୀର୍ଷ ପ୍ରାର୍ଥୀଙ୍କ ମଧ୍ୟରେ ମୁକାବିଲା ହେବ। ଏପ୍ରିଲ ୨୪ରେ ଚୂଡ଼ାନ୍ତ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ।
ଥିବା ଫ୍ରାନ୍ସ ନାଗରିକ ମଧ୍ୟ ଭୋଟ ଦେଇଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀରେ ଥିବା ଫ୍ରାନ୍ସ ଲୋକ ମତଦାନ କରିଛନ୍ତି। ସୂଚନାଯୋଗ୍ୟ, ପୁଡୁଚେରୀ ଏକଦା ଫ୍ରାନ୍ସ ଉପନିବେଶ ଥିଲା। କେରଳ, ତାମିଲନାଡ଼ୁ, ପୁଡୁଚେରୀରେ ଥିବା ପ୍ରାୟ ୪,୫୬୪ ଫ୍ରାନ୍ସ ନାଗରିକ ସେଠାକାର ନିର୍ବାଚନରେ ରାଷ୍ଟ୍ରପତି ଚୟନ କରିବା ନିମନ୍ତେ ଭୋଟ ଦେବାକୁ ଯୋଗ୍ୟ।୍‌

 


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri