ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର କାମୁଡ଼ାରେ ୨ ନାବାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି।

ସିଲିମି ଗ୍ରାମର କୀର୍ତ୍ତନା ଶବର, କିରଣ ଜାଗରଙ୍ଗା ଓ ସାରଙ୍ଗ ଶବରଙ୍କୁ ପାଗଳା କୁକୁର କାମୁଡିବାରୁ ପରିବାର ଲୋକ ଓ ଗ୍ରାମବାସୀ ସେମାନଙ୍କୁ ଗୁଡ଼ାରି ଡାକ୍ତରଖାନାକୁ ନେଇ ଚିକିତ୍ସା କରାଇଥିଲେ। ଡାକ୍ତର କାଶୀନାଥ ବିଶୋଇ ସେମାନଙ୍କୁ ପ୍ରାଥମିକ ଚିକିତ୍ସା କରିବା ସହ ସହ ଆଣ୍ଟି ରେବିଜ୍‌ ଟିକା ଦେଇଥିଲେ ।

ନିର୍ଦ୍ଧାରିତ ସମୟ ବ୍ୟବଧାନରେ ମେଡିକାଲ ଆସି ଟିକା ନେବା ପାଇଁ ପରାମର୍ଶ ଦେଇଥିଲେ। ସୂଚନା ଅନୁଯାୟୀ, ହଠାତ ଗୋଟିଏ ପାଗଳା କୁକୁର ସିଲିମି ଗାଁ ଭିତରକୁ ପଶି ଏହି ୩ ଜଣଙ୍କୁ ଆକ୍ରମଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri