ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ ହୋଇଛି। ଏଥିସହ ଛାତ୍ରନେତା ଶୁଭଙ୍କର ରାଉତଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ଏବଂ ରାଜନଗର ବିଧାୟକ ଧ୍ରୁବ ସାହୁ ନିଜ ସମର୍ଥକମାନଙ୍କ ସହ ଗ୍ରାମାଞ୍ଚଳ ଥାନା ସମ୍ମୁଖରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଧାରଣାରେ ବସିଥିବା ଘଟଣାକୁ ଦୃଷ୍ଟିରେ ରଖି ଛାତ୍ର ସଂସଦ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ମହାବିଦ୍ୟାଳୟର ଅଧ୍ୟକ୍ଷ  ମିଶ୍ର ନିର୍ବାଚନ ବାତିଲ କରାଯାଇଥିବା ସମ୍ପର୍କରେ ଏକ ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?