Posted inଜାତୀୟ

ସେବିର ପ୍ରଥମ ମହିଳା ଅଧ୍ୟକ୍ଷ ହେଲେ ମାଧବୀ ପୁରୀ

ନୂଆଦିଲ୍ଲୀ,୨୮।୨: କେନ୍ଦ୍ର ସରକାର ମାଧବୀ ପୁରୀ ବୁଚଙ୍କୁ ସିକ୍ୟୁରିଟୀ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ ଇଣ୍ଡିଆର ନୂଆ ଅଧ୍ୟକ୍ଷ ଭାବେ ସୋମବାର ନିଯୁକ୍ତ କରିଛନ୍ତି। ଏଥିସହ ମାଧବୀ ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ ଇଣ୍ଡିଆର ପ୍ରଥମ ମହିଳା ଅଧ୍ୟକ୍ଷ ହୋଇଛନ୍ତି। ଆଇସିଆଇସିଆଇ ସିକ୍ୟୁରିଟିଜର ପୂର୍ବତନ ମୁଖ୍ୟ ମାଧବୀ ୨୦୧୭ ଏପ୍ରିଲ ୫ରୁ ଅକ୍ଟୋବର ୪,୨୦୨୧ ପର୍ଯ୍ୟନ୍ତ ସେବିର ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି। ସେ ଅଜୟ ତ୍ୟାଗୀଙ୍କ ସ୍ଥାନ ନେବେ, ଯାହାଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି।

ହିମାଚଳ ପ୍ରଦେଶ କ୍ୟାଡର୍‌ ୧୯୮୪ ବ୍ୟାଚର ଆଇଏଏସ ଅଫିସର୍‌ ଅଜୟ ତ୍ୟାଗୀଙ୍କୁ ୨୦୧୭ ମାର୍ଚ୍ଚ ୧ରେ ତିନି ବର୍ଷ ପାଇଁ ସେବିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା। ଏହା ପରେ ତାଙ୍କର କାର୍ଯ୍ୟକାଳକୁ ୬ ମାସ ବୃଦ୍ଧି କରାଯାଇଥିଲା। ପରେ ଅଗଷ୍ଟ ୨୦୨୦ ରେ ତାଙ୍କର କାର୍ଯ୍ୟକାଳକୁ ଆଉ ୧୮ ମାସ ବଢାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?