ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ ସ୍ଥାନୀୟ କାଳିପଡ଼ିଆରୁ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ରାଲିରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ, ପାଟଣା ବିଧାନସଭା ପ୍ରାର୍ଥୀ ଜଗନ୍ନାଥ ନାୟକ, ଘଷିପୁରା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ରଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ସାମିଲ ହୋଇଥିଲେ। ବିଜେଡି ସରକାରରେ ହୋଇଥିବା ଜନ କଲ୍ୟାଣ ଯୋଜନା ଓ ନବୀନଙ୍କ ଗ୍ୟାରେଣ୍ଟିକୁ ନେଇ ଲୋକଙ୍କ ପାଖକୁ ଯାଇ ଭୋଟ୍‌ ପ୍ରଚାର କରିବେ ବୋଲି କହିଛନ୍ତି। ମାଧବ ଜିଲା ବିଜେଡି ସଭାପତି ରହିଥିବା ବେଳେ ଗତ ନିର୍ବାଚନରେ ଅଳ୍ପ ଭୋଟ୍‌ ବ୍ୟବଧାନ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?