ରତନ ଟାଟାଙ୍କ ବାୟୋପିକ୍‌ରେ ନଜର ଆସିବେ ନାହିଁ ମାଧବନ

ନୂଆଦିଲ୍ଲୀ, ୧୩।୧୨- ଗତ କିଛି ଦିନ ହେଲା ସୋସିଆଲ ମିଡିଆରେ ଶିଳ୍ପପତି ରତନ ଟାଟାଙ୍କ ବାୟୋପିକ୍‌ ଫିଲ୍ମର ପୋଷ୍ଟର ଭାଇରାଲ ହେଉଛି, ଯେଉଁଥିରେ ଅଭିନେତା ଆର୍‌. ମାଧବନଙ୍କୁ ଦେଖିବାକୁ ମିଳୁଛି। ତେବେ ଏହା ଗୁଜବ ବୋଲି ସ୍ପଷ୍ଟ କରିଛନ୍ତି ୫୦ ବର୍ଷୀୟ ଅଭିନେତା।

ଫ୍ୟାନ୍‌ଙ୍କ ସହ ଏକ ଆଲୋଚନା ବେଳେ ଜଣେ ପ୍ରଶଂସକ ପ୍ରଶ୍ନ କରିଥିଲେ,
ଶିଳ୍ପପତି ରତନ ଟାଟାଙ୍କ ବାୟୋପିକ୍‌ରେ ତାଙ୍କୁ ମୁଖ୍ୟ ଚରିତ୍ରରେ ଦେଖିବାକୁ ମିଳିବ କି? ଯଦି ଏଭଳି ହୁଏ, ତେବେ ଏହା ଅନେକଙ୍କ ପାଇଁ ଏକ ପ୍ରେରଣା ହେବ ବୋଲି ପ୍ରଶ୍ନ କରିଥିଲେ। ଏହାକୁ ଖଣ୍ଡନ କରିଛନ୍ତି ମାଧବନ । ଥ୍ରି ଇଡିଏଟ୍‌ ଷ୍ଟାର ଏହାର ଜବାବ ଦେଇ ଲେଖିଛନ୍ତି, ଦୁର୍ଭାଗ୍ୟବଶତଃ ଏହା ସତ ନୁହେଁ। ଏହା ମୋର କିଛି ଫ୍ୟାନ୍‌ଙ୍କ ଇଚ୍ଛା। ଏହି ଫିଲ୍ମ ସମ୍ପର୍କରେ କୌଣସି ପ୍ରକାର ଆଲୋଚନା ଚାଲି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଗଲେ ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର, ଦରଦୀ ଡାକ୍ତରଙ୍କୁ ଝୁରି ହେଉଛନ୍ତି ଅଞ୍ଚଳବାସୀ

ବଲାଙ୍ଗୀର,୨୬ା୪(ସୁନିଲ କୁମାର ମହାନ୍ତି): ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର (୯୨)ଙ୍କ ରବିବାର ସକାଳେ ପରଲୋକ ହୋଇଛି। ସେ ବେଶ୍‌ କିଛିଦିନ ହେଲା ଅସୁସ୍ଥତା କାରଣରୁ ଶଯ୍ୟାଶାୟୀ…

ହ୍ବାଇଟ ହାଉସ ପ୍ରେସ ଡିନର ଗୁଳିକାଣ୍ଡର ଇରାନ ଯୁଦ୍ଧ ସହ ରହିଛି ସମ୍ପର୍କ, ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୨୫।୪: ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ଶନିବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି…

ଜାତୀୟ ସ୍ତରରେ ଚମକିଲେ କୁନି ପ୍ରତିଭା ଏଫ୍ରାତା, ଶହଶହ ପ୍ରତିଯୋଗୀଙ୍କୁ ପଛରେ ପକାଇ…

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ପୁଣିଥରେ ଜାତୀୟ ମଞ୍ଚରେ ଗୌରବ ଆଣିଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାର କୁନି ମଡେଲ ଏଫ୍ରାତା ଜୋଏଲ। ଦେଶର ପ୍ରତିଷ୍ଠିତ ରିଆଲିଟି ଶୋ ’ଇଣ୍ଡିଆ…

ରାସ୍ତାରେ ଆସୁଆସୁ ହଠାତ୍‌ ଓଲଟି ପଡ଼ିଲା ମେଲୋଡ଼ି ଗାଡ଼ି, ଭିତରେ ଥିଲେ ୩୦ କଳାକାର

ବଲାଙ୍ଗୀର/ସଇଁତଳା,୨୬ା୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ରବିବାର ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୬ କନ୍ଧକେଲ ଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଯାତ୍ରୀ ପ୍ରତୀକ୍ଷାଳୟରେ ପାନୀୟଜଳ ପ୍ରକଳ୍ପ ଅଚଳ, ଛାତରେ ଝୁଲୁଛି ଅକାମୀ ପଙ୍ଖା, ଆଶ୍ରୟ ନେବା ପାଇଁ…

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ତାତି ବଢ଼ୁଛି। ଗ୍ରୀଷ୍ମ ପ୍ରବାହ ସହିତ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ସ୍ଥିତିରେ ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡରେ ସର୍ବନିମ୍ନ ମୌଳିକ…

AAPର ସାତ ଜଣ ଏମପି ଭାଜପାରେ ଯୋଗଦେବା ପରେ ଏବେ କଂଗ୍ରେସର ୬ ବିଧାୟକ ଧରିବେ ପଦ୍ମ? ଦଳ କହିଲା…

ନାଟନା,୨୬।୪: ଆମ ଆଦମୀ ପାର୍ଟି (ଏଏପି)ର ସାତ ଜଣ ରାଜ୍ୟ ସଭା ଏମପି ରାଘବ ଚଢାଙ୍କ ସମେତ ବାକି ନେତା ଭାଜପାରେ ଯୋଗଦେବା ନେଇ କଳ୍ପନାଜଳ୍ପନା ମଧ୍ୟରେ…

ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା, ଭୁଲ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ, ରାସ୍ତାରୋକୋ…

ବାସୁଦେବପୁର,୨୬।୪(କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାରେ ଅବହେଳା ଯୋଗୁ ଜଣେ ୧୪ ବର୍ଷର ନାବାଳକର…

୧୦୦ ମିଟର ଦୂରରେ ହେଉଥିଲା ଭାଜପାର ରାଲି, ଶଦ୍ଦ ଶୁଣି ରାଗିଗଲେ ମମତା; ତା’ ପରେ…

କୋଲକାତା,୨୬।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରଦାର ଚାଲିଛି। ଶନିବାର (୨୬ ଏପ୍ରିଲ) ଦିନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁରରେ ଏକ ରାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri