ମଧୁବାବୁ ପେନସନ୍‌ ଯୋଜନା: ଭତ୍ତା ବଢାଇଲେ ରାଜ୍ୟ ସରକାର, ଖାତାକୁ ଆସିଲା ୧୦୦୦ଟଙ୍କା

ଭୁବନେଶ୍ୱର,୨୦।୨: ଭତ୍ତା ଟଙ୍କା ବଢାଇଲେ ରାଜ୍ୟ ସରକାର। ହିତାଧିକାରୀଙ୍କ ଖାତାକୁ ଆସିଲା ଟଙ୍କା । ମଧୁବାବୁ ପେନସନ ଯୋଜନାରେ ବର୍ଦ୍ଧିତ ରାଶି ପେନସନଭୋଗୀଙ୍କ ଖାତାକୁ ଆସିଛି । ଘୋଷଣାର ୧୫ ଦିନ ମଧ୍ୟରେ ହିତାଧିକାରୀଙ୍କ ଆକାଉଣ୍ଟ ଆସିଛି ଭତ୍ତା ଟଙ୍କା । ନୟାଗଡରେ ମଧୁବାବୁ ପେନସନ ଯୋଜନାରେ ନୂଆ ହିତାଧିକାରୀଙ୍କୁ ୧୦୦୦ ଟଙ୍କା ଲେଖାଏଁ ବଣ୍ଟନ କରିଛନ୍ତି ରାଜ୍ୟ ସରକାର । ନୟାଗଡ ବ୍ଲକର ୨୨୦୮ ଜଣ ହିତାଧିକାରୀଙ୍କୁ ମଙ୍ଗଳବାର ମେଳା ମାଧ୍ୟମରେ ଭତ୍ତା ବଣ୍ଟନ କରାଯାଇଛି । ସେହିପରି ନୟାଗଡ ମୁନିସପାଲିଟିର ୭୦ ଜଣ ହିତାଧିକାରୀଙ୍କୁ ନଆ ଭତ୍ତାରେ ସାମିଲ କରାଯାଇଛି।

ସୂଚନାଥାଉ କି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଥିଲେ । ଯାହାକି ମଙ୍ଗଳବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି । ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ୧୦୦୦ ଟଙ୍କା ଆସିଛି । ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri