ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳନ କରାଯିବା ସହ ସଂଘର ବରିଷ୍ଠ ସଦସ୍ୟ ନାରାୟଣ ପ୍ରଧାନ ଓ ତୁଷାରକାନ୍ତ ସାମନ୍ତଙ୍କୁ ସଂଘ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ସଂଘର ସଦସ୍ୟ ବୃନ୍ଦ ମଧୁବାବୁଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।
ସଂଘର ବରିଷ୍ଠ ସଦସ୍ୟ ଅଶ୍ୱିନୀ କୁମାର ପଟ୍ଟନାୟକ ଓ ଜ୍ୟୋତିର୍ମୟୀ ଷଡ଼ଙ୍ଗୀ ସମ୍ବର୍ଦ୍ଧିତ ସଦସ୍ୟଙ୍କୁ ମାନପତ୍ର, ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ସଂପାଦକ ସଞ୍ଜିତ୍‌ ଦାସ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉପସଭାପତି ବିନିତା ଦାଶ ଧନ୍ୟବାଦ ଭାଷଣ ଦେଇଥିଲେ। ସଂଘର ସମସ୍ତ ନିର୍ବାଚିତ ପ୍ରତିନିଧି ଯଥା ଯୁଗ୍ମ ସଂପାଦକ କରୁଣାକର ବ୍ରହ୍ମ ଓ ତାରିଣୀ ପ୍ରସାଦ ପୋଥାଳ ତଥା ସଂଘର ମେମ୍ବର ପୂର୍ଣ୍ଣଚନ୍ଦ୍ର ରାଜ, ରାଜେନ୍ଦ୍ର କୁମାର ସାହୁ, ଯୁଧିଷ୍ଠିର ନାୟକ, ବାରୁଣୀ ନାୟକ ଓ ହଳଧର ମହାନ୍ତ ସଭା ପରିଚାଳନାରେ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri