‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର,୭ା୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବଲିଉଡ୍‌ର ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ। ଗୁରୁବାର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇ ‘EKTA’ର ଶୁଭାରମ୍ଭ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି। ମାଧୁରୀ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍‌ ଆମ୍ବାସଡର ରହିଛନ୍ତି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ। ବାହାର ରାଜ୍ୟର ବୁଣାକାରମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ବୁଣାକାର ମେଳାରେ ସେମାନଙ୍କ ଷ୍ଟଲ୍‌ ଖୋଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri