ନେଟଫ୍ଲିକ୍ସରେ ମାଧୁରୀଙ୍କ ପ୍ରଥମ ସିରିଜ

ମୁମ୍ବାଇ: ବଲିଉଡ ଧକ୍ ଧକ୍ ଗର୍ଲ ମାଧରୀ ଦିକ୍ଷିତ ନେନେ ନେଟଫ୍ଲିକ୍ସ ସିରିଜ ଦ ଫେମ ଗେମ ସହ ଡିଜିଟାଲ ଡେବ୍ୟୁ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଗଲେଣି । ସିରିଜ ଫେବୃୟାରୀ ୨୫ରେ ରିଲିଜ୍ ହେବ । ‘ଦ ଫେମ ଗେମ’ରେ ସଞ୍ଜୟ କପୁର, ମାନବ କୌଲ, ଲକ୍ଷବୀର ସରନ ଓ ସୁହାସିନି ମୁଲେ, ମୁସ୍କାନ ଜାଫରୀଙ୍କୁ ବି ଦେଖିବାକୁ ମିଳିବ । କାହାଣୀ ବଲିଉଡ ଆଇକନ ଅନାମିକା ଆନନ୍ଦଙ୍କ ଉପରେ ଆଧାରିତ । ଯାହା ନିକଟରେ ସବୁ ଅଛି ହେଲେ ସେ ଏତେତେଣେ ବୁଲୁଛନ୍ତି । ‘ଦ ଫେମ ଗେମ’ରେ ମାଧୁରୀ ଦିକ୍ଷିତ ନେନେ ଅନାମିକା ଭୂମିକାରେ ନଜର ଆସିବେ । ଧର୍ମେଟିକ ଏଣ୍ଟରଟେନମେଣ୍ଟ ଦ୍ୱାରା ନିର୍ମିତ, ଏହି ଶୃଙ୍ଖଳା ତାଙ୍କ ଷ୍ଟ୍ରିମିଙ୍ଗ ଡେବ୍ୟୁର ପ୍ରତିକ ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri