୩ ମାସ ପ୍ରେମ ପରେ ବିବାହ କରିଥିଲେ ମାଧୁରୀ

ମୁମ୍ବାଇ: ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ-ଡକ୍ଟର ଶ୍ରୀରାମ ନେନେ ୨୧ ବର୍ଷରୁ ଅଧିକ ସୁଖୀ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଉଭୟ ପରସ୍ପର ବିଷୟରେ କଥାବାର୍ତ୍ତା କରିବା ସମୟରେ ସବୁବେଳ ପାଇଁ ସକାରାତ୍ମକ ଏବଂ ଅତ୍ୟଧିକ ନମ୍ର ହୋଇଥାନ୍ତି। ମାଧୁରୀ ଆମେରିକାରେ ତାଙ୍କ ସ୍ବାମୀଙ୍କ ସହ ଜଣେ ଗୃହିଣୀ ଭାବରେ  ବୈବାହିକ ଜୀବନର ଅନେକ ବର୍ଷ ଅତିବାହିତ କରିଛନ୍ତି। ଦୁହେଁ ବର୍ତ୍ତମାନ ଭାରତ ଫେରି ମୁମ୍ବାଇରେ ରହୁଛନ୍ତି। ସେମାନେ ପ୍ରତ୍ୟେକ ଷ୍ଟେପ୍‌ରେ ପରସ୍ପରକୁ ବହୁତ ଭଲ ଭାବରେ ସମର୍ଥନ କରିଥାନ୍ତି। ଡକ୍ଟର ନେନେ ବିଭିନ୍ନ କାର୍ଯ୍ୟକ୍ରମରେ ମାଧୁରୀଙ୍କୁ ଉତ୍ସାହିତ କରୁଥିବା ଦେଖାଯାଏ।

Madhuri Dixit Wishes Everyone To Get A Husband Like Shriram, Reveals, 'He  Encouraged Me For Singing'

ମାଧୁରୀ ୧୯୯୦ ଦଶକରେ ବଲିଉଡ୍‌ର ଜଣେ ଜଣାଶୁଣା ଅଭିନେତ୍ରୀ ଥିଲେ। ତାଙ୍କ ନାମ ଫିଲ୍ମ ଇଣ୍ଡଷ୍ଟ୍ରିର ବହୁ ପ୍ରସିଦ୍ଧ କଳାକାରଙ୍କ ସହ ଜଡ଼ିତ ଥିଲା କିନ୍ତୁ ତାହା ସଫଳ ହୋଇପାରିଲା ନାହିଁ। ଡକ୍ଟର ଶ୍ରୀରାମ ମାଧବ ନେନେ କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ରେ ରହୁଥିବା ଜଣେ ଭାରତୀୟ ଆମେରିକୀୟ ହୃଦ୍‌ରୋଗ ବିଶେଷଜ୍ଞ ତଥା ସର୍ଜନ ଥିଲେ।

Madhuri Dixit Calls Her Married Life With Dr Shriram Nene 'Tough', Reveals  He Was Not There At Times

ମାଧୁରୀ ତାଙ୍କ ମାତାପିତାଙ୍କୁ ତାଙ୍କ ବିବାହ ସ୍ଥିର କରିବାର ଦାୟିତ୍ୱ ଦେଇଥିଲେ। ଡ. ନେନେଙ୍କୁ ସେ ଠିକ୍‌ ମ୍ୟାଚ୍‌ ପାଇଲେ ଏବଂ ବିବାହ ସ୍ଥିର କଲେ। ୧୭ ଅକ୍ଟୋବର ୧୯୯୯ରେ ଦୁହେଁ ଆମେରିକାରେ ବିବାହ କରିଥିଲେ।

ବିବାହ ବନ୍ଧନରେ ଆବଦ୍ଧ ହେବା ସମୟରେ ଡକ୍ଟର ନେନେ ଜାଣି ନ ଥିଲେ ଯେ, ମାଧୁରୀ ବଲିଉଡ୍‌ର ଜଣେ ଏତେ ବଡ଼ ଅଭିନେତ୍ରୀ। ଡକ୍ଟର ନେନେ ଏକ ସାକ୍ଷାତକାରରେ କହିଛନ୍ତି, ତାଙ୍କର ଜଣେ ବନ୍ଧୁ ଉଭୟଙ୍କୁ ପରିଚିତ କରାଇଲେ। ଏହା ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ୩ ମାସ ପରେ ସେମାନଙ୍କର ବିବାହ ସ୍ଥିର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri