ଶୁଟିଂସେଟ୍‌ରେ ଅମୀରଙ୍କୁ ପିଟିବାକୁ ଦୌଡ଼ିଥିଲେ ମାଧୁରୀ

ମୁମ୍ବାଇ: ଅମୀର ଖାନ୍‌ ଏବଂ ମାଧୁରୀ ଦୀକ୍ଷିତ ଦୁଇଜଣ ଯାକ ବଲିଉଡ୍‌ର ସୁପରଷ୍ଟାର। ଏମାନେ ନିଜ କାର୍ଯ୍ୟକୁ ବହୁତ ଗମ୍ଭୀରତାର ସହ ନେଇଥାନ୍ତି। ଉଭୟଙ୍କୁ ବଲିଉଡ୍‌ର ଶ୍ରେଷ୍ଠ ଅଭିନେତ୍ରୀ/ଅଭିନେତା ଭାବରେ ବିବେଚନା କରାଯାଏ। ଅମୀର ଏବଂ ମାଧୁରୀ ଏକାଠି ଅଧିକ ଫିଲ୍ମରେ କାମ କରି ନ ଥିଲେ ମଧ୍ୟ ଯେତିକି ଫିଲ୍ମ ମିଶି କରିଛନ୍ତି ସୁପରହିଟ୍‌ ହୋଇଛି। ୧୯୯୦ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ୍‌’ରେ ଉଭୟଙ୍କ କେମିଷ୍ଟ୍ରି ଦର୍ଶକଙ୍କ ହୃଦୟ ଜିତିଥିଲା। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଏହି ଫିଲ୍ମ ଶୁଟିଂସେଟ୍‌ରେ ମାଧୁରୀ ଅମୀରଙ୍କ ଉପରେ ଖୁବ୍‌ ରାଗି ଯାଇଥିଲେ। କେବଳ ଏତିକି ନୁହେଁ, ରାଗି କି ପିଟିବାକୁ ମଧ୍ୟ ଦୌଡ଼ିଥିଲେ। ଏକଥା ଦୁହେଁ ଭିନ୍ନ ଭିନ୍ନ ସାକ୍ଷାତକାରରେ ପ୍ରକାଶ କରିଛନ୍ତି।

ଅମୀର ସେଟ୍‌ରେ ସମସ୍ତଙ୍କ ସହ ଥଟ୍ଟାମଜା କରନ୍ତି। ଫିଲ୍ମ ‘ଦିଲ’ର ଶୁଟିଂ ସମୟରେ ସେ ମାଧୁରୀଙ୍କ ସହ ମଜା କରିଥିଲେ। କିନ୍ତୁ ମାଧୁରୀ ଏଥିରେ ଖୁବ୍‌ ରାଗିଯାଇଥିଲେ। ଅମୀର ମାଧୁରୀଙ୍କୁ କହିଥିଲେ, ମୁଁ ହାତ ଦେଖି ସବୁ କିଛି ସତ କହିପାରେ। ତା’ ପରେ ମାଧୁରୀ ତାଙ୍କୁ ହାତ ଦେଖାଇଥିଲେ। ଅମୀର କହିଥିଲେ, ତୁମେ ବହୁତ ଭାବପ୍ରବଣ, ତୁମେ ଲୋକମାନଙ୍କୁ ସହଜରେ ବିଶ୍ୱାସ କର ଏବଂ ଏହି କାରଣରୁ ସେମାନେ ତୁମକୁ ବୋକା ବନାନ୍ତି, ଯେପରି ମୁଁ ବୋକା ବନଉଛି। ଏହି ଥଟ୍ଟା ମାଧୁରୀଙ୍କ ଦେହରେ ଯାଇ ନ ଥିଲା। ସେ ପ୍ରଚଣ୍ଡ ରାଗି ଯାଇ ଅମୀରଙ୍କୁ ପିଟିବାକୁ ଦୌଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri