ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ରାଜକୋଷରୁ ମୋଟା ଅଙ୍କ ନେଇଛନ୍ତି ମାଧୁରୀ, ରହିବା ଖାଇବା…

ଭୁବନେଶ୍ୱର,୩।୧୨: ଓଡ଼ିଶା ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ମୋଟା ଅର୍ଥ ନେଇଛନ୍ତି। ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି ମାଧୁରୀ। ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି। ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଉତ୍ତର ରଖିଛନ୍ତି।

ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି। ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି। ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ। ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି। ସବ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ରଖାଯାଇଛି। ୨୫୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri