ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ହେଲେ ମଧୁସ୍ମିତା ମହାପାତ୍ର

ଛତ୍ରପୁର,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ଭାବେ ମଧୁସ୍ମିତା ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହା ପୂର୍ବରୁ ସେ କଟକ ଜିଲାରେ କାର୍ଯ୍ୟ କରୁଥିଲେ। ଏସି, ଏସ୍‌ଟିଙ୍କ ପାଇଁ ଥିବା ଯୋଜନା କାର୍ଯ୍ୟକାରୀ ସହ ସେମାନଙ୍କୁ କିଭଳି ନ୍ୟାୟ ମିଳିବ ସେ ଉପରେ କାମ କରିବି ବୋଲି ମଧୁସ୍ମିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ନାହିଁ ଯୁଦ୍ଧ? ଆମେରିକାର ସର୍ତ୍ତକୁ ପ୍ରତ୍ୟାଖ୍ୟାନ କଲା ଇରାନ, ଆଲୋଚନା ପାଇଁ ଭେଟିବାକୁ ମନା କଲା

ତେହରାନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସୁନିଶ୍ଚିତ କରିବା ପାଇଁ ମଧ୍ୟସ୍ଥତା ପ୍ରୟାସ ସ୍ଥଗିତ ରହିଛି। ଇରାନ ନିର୍ଦ୍ଧାରିତ ଆଲୋଚନାରେ ଅଂଶଗ୍ରହଣ କରିବାକୁ ସ୍ପଷ୍ଟ ମନା…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri