ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ: ପ୍ରଥମ କୁଳସଚିବ ଭାବେ ଦାୟିତ୍ୱ ନେଲେ ନିରୁପମା ସ୍ବାଇଁ

କଟକ ଅଫିସ,୨।୭: ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳସଚିବ ଭାବେ ଓଏଏସ୍‌ ଅଫିସର ନିରୁପମା ସ୍ବାଇଁ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର କମଲଜିତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ନିରୁପମା ଦାୟିତ୍ୱ ଗ୍ରହଣ କରିବାବେଳେ ଡ. ସୁଶାନ୍ତ ନନ୍ଦ, ଡ. ସତ୍ୟନାରାୟଣ ମଲ୍ଲିକ ଓ ଛାତ୍ର ସୁମନ୍ତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ନିରୁପମା କହିଛନ୍ତି, ବିଶ୍ୱବିଦ୍ୟାଳୟ ଭିତ୍ତିଭୂମିର ବିକାଶ ସହ ଛାତ୍ରୀଛାତ୍ରଙ୍କୁ ଉତ୍ତମ ଶିକ୍ଷା ଯୋଗାଇବା ମୂଳ ଲକ୍ଷ୍ୟ ା ସୂଚନାଥାଉ କି, ଗତ ଏପ୍ରିଲ ୨୮ରେ ମଧୁସୂଦନ ଆଇନ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇବା ସହ ପ୍ରଫେସର ସିଂ ପ୍ରଥମ କୁଳପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଗତ ମାସ ୨୪ରେ ରାଜ୍ୟ ସରକାର ନିରୁପମାଙ୍କୁ ବିଶ୍ୱବିଦ୍ୟାଳୟର କୁଳସଚିବ ଭାବରେ ନିଯୁକ୍ତି ଦେଇଥିଲେ। ସେ ପୂର୍ବରୁ ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମରେ ଡିଜିଏମ୍‌ ଭାବରେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri