ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ କୁଳପତି କମଲ ଜିତ୍‌ ସିଂ

ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଫେସର କମଲ ଜିତ ସିଂଙ୍କୁ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ର କୁଳପତି ଭାବେ ନିଯୁକ୍ତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ୨୦୨୦ ଅନୁସାରେ ପ୍ରଫେସର ସିଂଙ୍କୁ ଏମ୍‌ଏଲ୍‌ୟୁର କୁଳପତି ଭାବରେ ନିଯୁକ୍ତ କରାଯାଇଛି। କାର୍ଯ୍ୟଭାର ଗ୍ରହଣ କରିବା ଦିନଠାରୁ ଚାରି ବର୍ଷର ଅବଧି ପର୍ଯ୍ୟନ୍ତ ସେ କୁଳପତି ଭାବେ ରହିବେ। ଏ ନେଇ ରାଜଭବନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଫେସର ସିଂ ବର୍ତ୍ତମାନ ହିମାଚଳ ପ୍ରଦେଶ ପ୍ରାଇଭେଟ୍‌ ଏଜୁକେସନାଲ ଇନ୍‌ଷ୍ଟିଚ୍ୟୁସନ୍ସ ରେଗୁଳେଟୋରୀ କମିସନ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କର ୨୭ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ରହିଛି ଏବଂ ସେ ଦୁଇଟି ପୁସ୍ତକ ରଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri