Posted inଜାତୀୟ

ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ନିଜଆଡୁ ନିର୍ବାଚନ କରାଇଲେ ଭାଜପା ବିଧାୟକ

ଭୋପାଳ,୨୫।୮: ୨୪ ଲୋକସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ତାରିଖ ମଧ୍ୟ ଘୋଷଣା କରି ନାହାନ୍ତି। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏଠାରେ ଅଗଷ୍ଟ ୨୧ରୁ ଅଗଷ୍ଟ ୨୪ଯାଏଁ ନିର୍ବାଚନ ନେଇ ମତଦାନ ସଂଗ୍ରହ ହୋଇଛି। ଏଠାରେ ଜଣେ ଭାଜପା ନେତାଙ୍କ କହିବାନୁସାରେ ଏଠାରେ ମତଦାନ ସଂଗ୍ରହ ହୋଇଛି।

ସୂଚନାଯୋଗ୍ୟ, ପବ୍ଲିଶିଟି ଓ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ସେଥିପାଇଁ ସେ ଭୋଟିଂ ବ୍ୟବସ୍ଥା କରିଥିଲେ। ଯଦି ଜନସାଧାରଣ ତାଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି, ତେବେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଆଉ ଯଦି ଜନତା ତାଙ୍କୁ ଏହି ମତଦାନରେ ଜିତାଇଲେ ତେବେ ସେ ବିଧାନସଭା ନିର୍ବାଚନରେ ଲଢିବେ। ଏଠାରେ କହି ରଖୁଛୁ କି ମତଦାନ ପରେ ଭୋଟ ଗଣନା ହୋଇଥିଲା। ଏବଂ ମତଦାନ ତାଙ୍କ ସପକ୍ଷରେ ଆସିଥିଲା। ଏହାର ଅର୍ଥ ବିଧାୟକ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଦଳ ଟିକେଟ ଦେବ କି ନା ଭିନ୍ନ କଥା। କିନ୍ତୁ ସେ ସେଠକାର ଲୋକଙ୍କ ସଂଖ୍ୟା ଗରିଷ୍ଠତା ପାଇଛନ୍ତି।

ନଭେମ୍ବରରେ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ଭାଜପାର ଜଣେ ପୂର୍ବତନ ମନ୍ତ୍ରୀ ନିର୍ବାଚନ ପୂର୍ବରୁ ତାଙ୍କ ଅଞ୍ଚଳରେ ଏକ ଉପନିର୍ବାଚନ କରିଥିଲେ। ମଧ୍ୟପ୍ରଦେଶର କାଟନି ଜଲାର ବିଜୟରାଗରୁ ଭାଜପା ବିଧାୟକ ସଞ୍ଜୟ ପଠକ ନିଜ ନିର୍ବାଚନମଣ୍ଡଳୀର ୫୦ଶତକଡା ଲୋକ ତାଙ୍କୁ ଭୋଟ ଦେଲେ ସେ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri