Posted inଜାତୀୟ

ମନ୍ଥନ ହେଲେ ବାହାରେ ଅମୃତ, ଶିବ ପାନ କରନ୍ତି ବିଷ: ଶିବରାଜ

ଭୋପାଳ,୧।୭: ମଧ୍ୟପ୍ରଦେଶରେ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣ ଗୁରୁବାର କରାଯିବ ବୋଲି ସ୍ପଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ ଶିବରାଜ କହିଛନ୍ତି ବୁଧବାର ରାଜ୍ୟପାଳ ଶପଥ ଗ୍ରହଣ କରିବେ ଓ ଗୁରୁବାର କ୍ୟାବିନେଟର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। କିଛିଦିନ ହେବ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣକୁ ନେଇ ଆଲୋଚନା ଚାଲିଥିବା ବେଳେ ଏବେ ଏହାକୁ ନେଇ ପ୍ରଶ୍ନ କରାଯିବାରୁ ସେ କହିଥିଲେ ମନ୍ଥନ ହେଲେ ତ ଅମୃତ ବାହାରିଥାଏ। ଆଉ ବିଷ କେବଳ ଶିବ ପାନ କରିଥାଆନ୍ତି। ତେଣୁ ପ୍ରଥମେ ରାଜ୍ୟପାଳ (ଆନନ୍ଦିବେନ ପଟେଲ) ଶପଥ ଗ୍ରହଣ କରିବେ ତା’ପରେ କ୍ୟାବିନେଟ ଶପଥ ନେବ। ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦିବେନ ପଟେଲଙ୍କୁ ଜୁନ ୨୮ରୁ ମଧ୍ୟପ୍ରଦେଶର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ମିଳିଥିବା ସୂଚନାରୁ ଜଣାପଡିଛି କି ବୁଧବାର ଅପରାହ୍ନ ସାଢେ ୪ଟାରେ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟବିଚାରପତି ଅଜୟ କୁମାର ମିତ୍ତଲ ରାଜ୍ୟପାଳଙ୍କୁ ଶପଥ ଗ୍ରହଣ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ପ୍ରଥମ ଥର ପାଇଁ ଡ୍ରୋନ୍‌ ଦ୍ୱାରା ଖୋଜାଯିବ କୋଇଲା ଓ ଖଣିଜ ଭଣ୍ଡାର

ରାଞ୍ଚି,୫।୨: ଭୂଗର୍ଭରେ ଥିବା କୋଇଲା ଏବଂ ଅନ୍ୟ ଖଣିଜ ଭଣ୍ଡାର ସମ୍ପର୍କରେ ତଥ୍ୟ ଏବେ ଡ୍ରୋନ୍‌ ଦ୍ୱାରା ସଂଗ୍ରହ କରାଯିବ। ଦେଶରେ ପ୍ରଥମ ଥର ପାଇଁ...

‘ତ୍ୱରିତ ନ୍ୟାୟ ଲାଗି ଖାଲି ପଦବୀ ପୂରଣ ଜରୁରୀ’

ନୂଆଦିଲ୍ଲୀ,୧୬।୪: ନ୍ୟାୟ ପ୍ରଦାନରେ ଉନ୍ନତି ଆଣିବାକୁ ହେଲେ ବିଚାର ବିଭାଗରେ ରହିଥିବା ଖାଲିସ୍ଥାନ ପୂରଣ ହେବା ଜରୁରୀ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି....

ରାଜୀବ କୁମାରଙ୍କ ବଢିଲା ଚିନ୍ତା: ଜାମିନ ପାଇଁ ଗଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସାରଦା ଚିଟ୍‌ଫଣ୍ଡ୍‌ ମାମଲାରେ ସମ୍ପୃକ୍ତ ଥିବା କୋଲକତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ଜାମିନ ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ପଶ୍ଚିମବଙ୍ଗରେ ଓକିଲ...

ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା

ମୁମ୍ବାଇ,୧୦ା୭ (ଆଇଏଏନ୍‌ଏସ୍‌): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ...

କରୋନାରେ ଚାଲିଗଲା ବାପାଙ୍କ ଜୀବନ, ମନେ ପକାଇବା ପାଇଁ ସିଲିକନ୍‌ରେ ପ୍ରତିମୂର୍ତ୍ତି ନିର୍ମାଣ କଲେ ପୁଅ

ମୁମ୍ବାଇ,୨୫ା୯: କରୋନାରେ ବାପାଙ୍କ ଦେହାନ୍ତ ହେବା ପରେ ଜଣେ ପୁଅ ତାଙ୍କୁ ମନେ ପକାଇବା ପାଇଁ ବାପାଙ୍କ ଅବିକଳ ପ୍ରତିମୂର୍ତ୍ତି ତିଆରି କରି ଘରେ ପୂଜାର୍ଚ୍ଚନା...

କେନ୍ଦ୍ରକୁ ଟୁଇଟର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୬ା୭:ଟୁଇଟରରୁ କଣ୍ଟେଣ୍ଟ ହଟାଇବା ପାଇଁ ଗତବର୍ଷ କେନ୍ଦ୍ର ସରକାର ଦେଇଥିବା ନିର୍ଦ୍ଦେଶକୁ ଏହି ସୋସିଆଲ ମିଡିଆ କମ୍ପାନୀ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି। ୨୦୨୧ରେ...

କରୋନା ବିରୋଧରେ ମୋଦି ଆରମ୍ଭ କରିବେ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୮ ।୧୦: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରରେ ଆରମ୍ଭ ହେଉଥିବା ପର୍ବପର୍ବାଣୀ, ଶୀତ ତଥା...

Advertisement
Archives

Model This Week