Posted inଖେଳ

ନମ୍ବର ୬ରୁ ରାତାରାତି ଓପନର୍‌ ପାଲଟିଥିଲେ ଏହି କ୍ରିକେଟର୍‌: ଏବେ ଆଇପିଏଲ୍‌ରେ କରୁଛନ୍ତି ଜଲଓ୍ବା

ୟୁଏଇ,୨୪।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଏପର୍ଯ୍ୟନ୍ତ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ପାଇଁ ଭଲ ଚାଲିଛି। ପ୍ରଥମ ୨ଟି ଉଭୟ ମ୍ୟାଚ ଜିତିବାରେ କେକେଆର୍‌ ସଫଳ ହୋଇଛି। ଦଳର ଏହି ବିଜୟରେ ଯୁବ ଖେଳାଳି ଭେଙ୍କଟେଶ ଆୟାରଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ଥିଲା। ଭେଙ୍କଟେଶ ଏପର୍ଯ୍ୟନ୍ତ ଆଇପିଏଲରେ ମାତ୍ର ୨ଟି ମ୍ୟାଚ ଖେଳିଛନ୍ତି। କିନ୍ତୁ ସେ ନିଜର ଛାପ ଛାଡିବାରେ ସଫଳ ହୋଇଥିଲେ। ଭେଙ୍କଟେଶ ଉଭୟ ରୟାଲ ଚ୍ୟାଲେଞ୍ଜର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳି ଦଳକୁ ଦଳକୁ ଭଲ ପ୍ରାରମ୍ଭ ଦେଇଥିଲେ।
ଆରସିବି ବିପକ୍ଷ ଡେବ୍ୟୁ ଆଇପିଏଲ ମ୍ୟାଚରେ ସେ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ। କିନ୍ତୁ ମୁମ୍ବାଇ ବିପକ୍ଷ ପରବର୍ତ୍ତୀ ମ୍ୟାଚରେ ସେ ଅର୍ଦ୍ଧଶତକ ହାସଲ କରିଥିଲେ। ଘରୋଇ କ୍ରିକେଟରେ ମଧ୍ୟପ୍ରଦେଶ ପାଇଁ ଖେଳୁଥିବା ଆୟର ୬ ନମ୍ବରରେ ବ୍ୟାଟିଂ କରୁଥିଲେ। କିନ୍ତୁ ରାତାରାତି ସେ ଜଣେ ଓପନର୍‌ ହୋଇଥିଲେ ଏବଂ ବର୍ତ୍ତମାନ ବୋଲରଙ୍କ ଉପରେ ପ୍ରଭାବ ସୃଷ୍ଟି କରୁଛନ୍ତି। ତାଙ୍କର ଓପନର୍‌ ହେବାର କାହାଣୀ ମଧ୍ୟ ଆକର୍ଷଣୀୟ।
ଆୟରଙ୍କୁ ଓପନର୍‌ କରିବାରେ ମଧ୍ୟପ୍ରଦେଶ କୋଚ ଚନ୍ଦ୍ରକାନ୍ତ ପଣ୍ଡିତଙ୍କ ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ପଣ୍ଡିତ ଭେଙ୍କଟେଶ ମୁସ୍ତାକ ଅଲି ଟି -୨୦ ଟୁର୍ନାମେଣ୍ଟରେ ମଧ୍ୟପ୍ରଦେଶ ପାଇଁ ଇନିଂସ ଓପନ କରିବେ। ଗତ ସିଜିନରୁ ସେ ଓପନିଂ ଆରମ୍ଭ କରିଥିଲେ। ଏହାପୂର୍ବରୁ, ଆୟାର ନଂ ୬ରେ ବ୍ୟାଟିଂ କରୁଥିଲେ। କୋଚଙ୍କ ଏହି ନିଷ୍ପତ୍ତିରେ ଆୟାର୍‌ ମଧ୍ୟ ଡରି ଯାଇଥିଲେ। କାରଣ ସେ କେବେ ବି ନୂଆ ବଲର ସମ୍ମୁଖୀନ ହୋଇ ନ ଥିଲେ। କିନ୍ତୁ ପଣ୍ଡିତଙ୍କ ଦକ୍ଷତା ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri