Posted inଜାତୀୟ

ପାର୍କିଂ ଫି ନ ଦେବାରୁ ପୋଲିସକୁ ମାଡ଼

ଭୋପାଳ,୧।୮: ପାର୍କିଂ ଫି ନ ଦେବାରୁ ଦୁଇ ପୋଲିସ ଅଧିକାରୀଙ୍କୁ ମାଡ଼ ମାରିଛନ୍ତି ପାର୍କିଂ କଣ୍ଟ୍ରାକ୍ଟର ଓ ତାଙ୍କ ସହଯୋଗୀମାନେ। ଏହି ଘଟଣା ଘଟିଛି ମଧ୍ୟପ୍ରଦେଶର ରାତଲାମ ରେଲଓ୍ବେ ଷ୍ଟେଶନ ବାହାରେ। ଆତଙ୍କବାଦୀ ନିରୋଧି ସ୍କ୍ବାଡର ଦୁଇ ସଦସ୍ୟଙ୍କୁ ଆକ୍ରମଣର ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି ସିସିଟିଭିରେ।

ପାର୍କିଂରେ ଗାଡ଼ିରେ ରଖିବା ପରେ ଟଙ୍କା ନ ଦେବାରୁ ଦୁଇ ପୋଲିସ କର୍ମୀଙ୍କ ସହ ପାର୍କିଂ କଣ୍ଟ୍ରାକ୍ଟର ମୀନାଙ୍କ ସହ ଗଣ୍ଡଗୋଳ ହୋଇଥିଲା। ସ୍ଥିତି ଏତେ ଗମ୍ଭୀର ଥିଲା ଯେ, ଆକ୍ରମଣକାରୀଙ୍କ ଠାରୁ ବର୍ତ୍ତିବା ପାଇଁ ପୋଲିସ ଅଧିକାରୀଙ୍କୁ ପିସ୍ତଲ ଦେଖାଇବାକୁ ପଡ଼ିଥିଲା। ଏହାସତ୍ତ୍ୱେ ପଛଘୁଞ୍ଚା ଦେଇ ନ ଥିଲେ ଆକ୍ରମଣକାରୀ। ଶେଷରେ ଷ୍ଟେଶନରେ କାର୍ଯ୍ୟରତ କିଛି ପୋଲିସକର୍ମୀ ଉଭୟ ପକ୍ଷଙ୍କୁ ବୁଝାଇବା ପରେ ବିବାଦ ଥମି ଥିଲା। ତେବେ ଏ ସଂକ୍ରାନ୍ତରେ ଥାନାରେ କୌଣସି ମାମଲା ରୁଜୁ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?