Odisha Elections 2024
Posted inଜାତୀୟ

ଇନ୍ଦୋରରେ ଗର୍ଜିଲେ ଶାହା, କହିଲେ ପ୍ରଧାନମନ୍ତ୍ରୀ ମୋଦି ଦେଶକୁ କରିଛନ୍ତି ସୁରକ୍ଷିତ

ଇନ୍ଦୋର,୩୧।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ପ୍ରଦେଶର ଭାରତୀୟ ଜନତା ପାର୍ଟି(ଭାଜପା) ୟୁନିଟକୁ ସବୁଠାରୁ ଭଲ ସଂଗଠନ ବୋଲି କହିଛନ୍ତି। ଇନ୍ଦୋରରେ ଆୟୋଜିତ ବୁଥ ସ୍ତରର କର୍ମକର୍ତ୍ତାଙ୍କ ସମ୍ମିଳନୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ମଧ୍ୟପ୍ରଦେଶର ଦଳ ସଂଗଠନ ହେଉଛି ଦେଶର ଏକ ନମ୍ବର ସଂଗଠନ। ସେ କହିଛନ୍ତି ଯେ, ଏହାକୁ ତିଆରି କରିବା ସମୟରେ ସ୍ବର୍ଗତ କୁଶାଭାଉ ଠାକରେ ଦଧିଚିଙ୍କ ଭଳି ତାଙ୍କ ହାଡ଼କୁ ତରଳାଇ ଦେଇଥିବାବେଳେ ରାଜମାତା ରାଜ ପରିବାରର ସମ୍ମାନ ଅତିକ୍ରମ କରି ଗାଁରୁ ଗାଁ ଏବଂ ପ୍ରତ୍ୟେକ ରାସ୍ତାରେ ବୁଲୁଥିଲେ।
ସେ କହିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଉଛି, ଯେଉଁମାନେ ୨୦୧୪ ଏବଂ ୨୦୧୯ ନିର୍ବାଚନରେ ଭାଜପାକୁ ଭୋଟ ଦେଇଥିଲେ ଏବଂ ୧୫ମାସ ବ୍ୟତୀତ ୨୦୦୩ ମସିହାରୁ ରାଜ୍ୟରେ କ୍ରମାଗତ ଭାବରେ ଭାଜପା ସରକାର ଗଠନ କରିଥିଲେ। ଚାରିମାସ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି ଏବଂ ଆଜି ଆମେ ମାଲୱାରୁ ଆମର ନିର୍ବାଚନ ପ୍ରଚାର ଆରମ୍ଭ କରୁଛୁ। ଇନ୍ଦୋର ପରେ ସମଗ୍ର ରାଜ୍ୟରେ ଏମିତି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରଷ୍ଟାଚାରୀଙ୍କୁ ବାହାରେ ରହିବାକୁ ଦେବି ନାହିଁ: ମୋଦି

କୋଲକାତା,୧୯।୫: ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ମୋଦି ପୁରୂଲିଆରେ ପହଞ୍ଚିଥିଲେ। ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି...

ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୋଧରେ ଜାରି ହେଲା ଓ୍ବାରେଣ୍ଟ୍‌, ଫେରାର ଅଛନ୍ତି ଅଭିଯୁକ୍ତ ଏମ୍‌ପି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ଏମ୍‌ପି ପ୍ରଜ୍ଜ୍ୱଳ ରେଭନ୍ନା ଯୌନ ଉତ୍ପୀଡ଼ନ ସହ ଜଡ଼ିତ ଭିଡିଓ ଭାଇରାଲ ହେବା ପରେ ଫେରାର ହୋଇଛନ୍ତି। ଏବେ ଏକ...

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri