Posted inଖେଳ

ମଧ୍ୟପ୍ରଦେଶ ପ୍ରଥମ ଇନିଂସ ଅଗ୍ରଣୀ

ନାଗପୁର, ୪ା୩ (ପି.ଟି.): ହିମାଂଶୁ ମନ୍ତ୍ରୀଙ୍କ ଧୈର୍ଯ୍ୟପୂର୍ଣ୍ଣ ଶତକ ସହାୟତାରେ ଏଠାରେ ଚାଲିଥିବା ବିଦର୍ଭ ବିପକ୍ଷ ରଣଜୀ ଟ୍ରଫି ସେମିଫାଇନାଲ ମ୍ୟାଚରେ ପ୍ରଥମ ଇନିଂସ ଅଗ୍ରଣୀ ଲାଭ କରିଛି ମଧ୍ୟପ୍ରଦେଶ। ହିମାଂଶୁ ୨୬୫ ବଲ୍‌ ସାମ୍ନା କରି ୧୩ ଚୌକା ଓ ଗୋଟିଏ ଛକା ସହ ୧୨୬ ରନ କରିଥିଲେ। ପୂର୍ବଦିନର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୪୭/୧ରୁ ଖେଳ ଆରମ୍ଭ କରିଥିବା ମଧ୍ୟପ୍ରଦେଶ ୨୫୨ ରନ କରି ଅଲଆଉଟ ହେବା ସହ ୮୨ରନର ପ୍ରଥମ ଇନିଂସ ଅଗ୍ରଣୀ ଲାଭ କରିଥିଲା। ଜବାବରେ ବିଦର୍ଭ ଦଳ ଏହାର ଦ୍ୱିତୀୟ ଇନିଂସରେ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଗୋଟିଏ ଉଇକେଟ ହରାଇ ୧୩ ରନ କରିଛି। ଦଳ ମଧ୍ୟପ୍ରଦେଶଠାରୁ ଆହୁରି ୬୯ରନ ପଛରେ ରହିଛି। ମଧ୍ୟପ୍ରଦେଶ ଇନିଂସରେ ମନ୍ତ୍ରୀଙ୍କ ପଛକୁ ଦ୍ୱିତୀୟ ସର୍ବାଧିକ ସ୍କୋର ସାରାଂଶ ଜୈନ ୩୦ ରନ କରିଥିଲେ।
ସଂକ୍ଷିପ୍ତ ସ୍କୋର
ବିଦର୍ଭ: ୧୭୦ ଓ ୧୩/୧। ମଧ୍ୟପ୍ରଦେଶ ପ୍ରଥମ ଇନିଂସ: ୨୫୨/ଅଲଆଉଟ (ହିମାଂଶୁ ମନ୍ତ୍ରୀ-୧୨୬, ସାରାଂଶ ଜୈନ-୩୦; ଉମେଶ ଯାଦବ-୩/୪୦, ୟଶ ଠାକୁର-୩/୫୧, ଅକ୍ଷୟ ଓ୍ବାଖାରେ-୨/୬୮)।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri