Posted inଜାତୀୟ

ନଦୀକୁ ଖସିଲା ଟ୍ରକ: ୧୦ ମୃତ, ୩୦ ଆହତ

ଭୋପାଳ,୨୮।୬: ମଧ୍ୟପ୍ରଦେଶର ଦାତିଆରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ନଦୀରେ ଖସିପଡିବା ଫଳରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଲୋକ ବିବାହ ସମାରୋହରୁ ଟ୍ରକରେ ଯୋଗେ ଫେରୁଥିଲେ। ସୂଚନାନୁସାରେ, ଏହି ଦୁଃଖଦ ଦୁର୍ଘଟଣା ଦାତିଆର ଦୁରସଡା ପୋଲିସ ଷ୍ଟେଶନ ଅଞ୍ଚଳର ବୁହାରା ଗ୍ରାମରେ ଘଟିଛି।

ସୂଚନା ପାଇ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନକୁ ସୂଚନା ଦେବା ପରେ ଜିଲା ପ୍ରଶାସନ, ପୋଲିସ ଏବଂ ସ୍ଥାନୀୟ ଲୋକ ପ୍ରତିନିଧି ଘଟଣାସ୍ଥଳରେ ପହଞ୍ଚିଥିଲେ। ନଦୀରେ ପଡ଼ିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତ ଓ ଆହତଙ୍କ ପରିଚୟ ମିଳିପାରି ନାହିଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri