Posted inଜାତୀୟ

ଜିମ୍‌ରେ ପ୍ରେମିକାଙ୍କ ସହ ଧରାପଡିଲେ ସ୍ବାମୀ: ସ୍ତ୍ରୀ କଲେ ଏମିତି କାମ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ଭୋପାଳରେ ଏକ ରୋଚକ ଘଟଣା ଘଟିଛି। ଏଠାରେସ୍ବାମୀ, ତାଙ୍କ ଗର୍ଲଫ୍ରେଣ୍ଡ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି କୋହେଫିଜା ଅଞ୍ଚଳର ଏକ ଫିଟନେସ ସେଣ୍ଟର ବିଷୟରେ କୁହାଯାଉଛି। ଭିଡିଓରେ ସ୍ତ୍ରୀ ନିଜ ସ୍ବାମୀଙ୍କୁ ତାଙ୍କ ଗର୍ଲଫ୍ରେଣ୍ଡ ସହିତ ମଜା କରୁଥିବା ଧରିଥିଲେ। ଏହା ପରେ ରାଗରେ ସ୍ବାମୀଙ୍କ କେଶ ଧରି ତାଙ୍କ ପ୍ରେମିକାଙ୍କୁ ପିଟିବା ଆରମ୍ଭ କଲେ ସ୍ତ୍ରୀ। ସ୍ବାମୀ ଗର୍ଲଫ୍ରେଣ୍ଡଙ୍କୁ ବଞ୍ଚାଇବାକୁ ଯିବାରୁ ସ୍ତ୍ରୀ ତାଙ୍କୁ ଚପଲରେ ପିଟିଥିଲେ। ଉଭୟ ପକ୍ଷରୁ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
ପୋଲିସର ସୂଚନାନୁସାରେ, ସ୍ତ୍ରୀ ଦୀର୍ଘ ଦିନ ଧରି ତାଙ୍କ ସ୍ବାମୀଙ୍କ ଉପରେ ସନ୍ଦେହ କରୁଥିଲେ। ଥରେ ସେ ତାଙ୍କ ସ୍ବାମୀଙ୍କୁ ଜଣେ ଯୁବତୀଙ୍କ ସହିତ ବାଇକ୍‌ରେ ବସାଇ ନେଉଥିବା ଦେଖିଥିଲେ। ସେବେଠାରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଆରମ୍ଭ ହୋଇଥିଲେ। ଅକ୍ଟୋବର ୧୫ରେ ସନ୍ଧ୍ୟା ୬ଟାରେ, ସ୍ତ୍ରୀ ତାଙ୍କ ଭଉଣୀ ସହିତ ସ୍ବାମୀଙ୍କୁ ଅନୁସରଣ କରି ଫିଟନେସ ସେଣ୍ଟରକୁ ଯାଇଥିଲେ। ସେଠାରେ ସେ ତାଙ୍କ ସ୍ବାମୀଙ୍କୁ ପ୍ରେମିକାଙ୍କ ସହ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?