ଚତୁର୍ଥୀ ରାତିରେ ସ୍ବାମୀଙ୍କ ଉଡିଗଲା ହୋସ୍‌: ରାତି ୧୨ରେ ଶ୍ୱଶୁରଙ୍କୁ ଲଗାଇଲେ ଫୋନ୍‌

ଭୋପାଳ,୨।୪: ମଧ୍ୟପ୍ରଦେଶର ଶିବପୁରୀରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଶ୍ୱଶୁର ଘର ନାଁରେ ବିବାହ ପ୍ରତାରଣା ଅଭିଯୋଗ ଆଣିଛନ୍ତି ଜଣେ ବ୍ୟକ୍ତି। ସେ ଅଭିଯୋଗରେ କହିଛନ୍ତି ଯେ ସେ ଦୁଇ ବର୍ଷ ପୂର୍ବେ ବିବାହ କରିଥିବା ଝିଅ ଜଣେ କିନ୍ନର। ବ୍ୟକ୍ତି ଜଣକ କହିଛନ୍ତି ଯେ, ସେ ଚତୁର୍ଥୀ ରାତିରେ ଏ ବିଷୟରେ ଜାଣି ପାରିଥିଲେ। ସେହି ଦିନ ରାତି ୧୨ଟାରେ ଶ୍ୱଶୁରଙ୍କୁ ଫୋନ କରି ଏନେଇ ଜଣାଇଥିଲେ। ସୂଚନାଯୋଗ୍ୟ, ଶିବପୁରୀର ଭାବଖେଡି ଗାଁର ପଙ୍ଖି ଜାଟବଙ୍କ ସହ ଏହି ଘଟଣା ଘଟିଛି। ତାଙ୍କ ବୟସ ମାତ୍ର ୨୩ ବର୍ଷ। ଏସପି କାର୍ଯ୍ୟାଳୟରେ ଅଭିଯୋଗ କରିବାବେଳେ ସେ କହିଥିଲେ ଯେ, ଚତୁର୍ଥୀ ପରଦିନ ସେ ନିଜ ସ୍ତ୍ରୀଙ୍କୁ ଡାକ୍ତରଖାନା ନେଇ ମହିଳା ଡାକ୍ତରଙ୍କ ଦ୍ୱାରା ପରୀକ୍ଷା କରିଥିଲେ। ଏହା ପରେ ଡାକ୍ତରମାନେ କହିଥିଲେ ଯେ ତାଙ୍କର କୌଣସି ମହିଳା ଭଳି ଲକ୍ଷଣ ନାହିଁ। ପଙ୍ଖି ତାଙ୍କ ଶାଶୁ ଓ ସ୍ତ୍ରୀ ମନୀଷାଙ୍କ ବିରୋଧରେ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏଥିସହିତ ବିବାହ ନାମରେ ପ୍ରତାରଣା ହେତୁ ପଙ୍ଖି ମନୀଷାଙ୍କୁ  ତାଙ୍କ ଘରକୁ ପଠାଇ ଦେଇଥିଲେ। ପଙ୍ଖି କହିଛନ୍ତି ଯେ ତାଙ୍କ ଶ୍ୱଶୁର ଏବେ ଗୋଡ ଭାଙ୍ଗିବାକୁ ଧମକ ଦେଉଛନ୍ତି। ପଙ୍ଖି ଜାଟବ ୨୦୧୯, ଜୁନ ୧୬ରେ ମନୀଷାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ବିବେକ ଅଗ୍ନିହୋତ୍ରୀଙ୍କ ଆଇନଗତ ନୋଟିସ…

କୋଲକାତା,୯।୫ : ଚଳଚ୍ଚିତ୍ର ର୍ନିମାତା ବିବେକ ଅଗ୍ନିହୋତ୍ରୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତାଙ୍କ ୨୦୨୨ ବ୍ଲକବଷ୍ଟର ‘କଶ୍ମୀର ଫାଇଲ’ରେ ଦେଇଥିବା ମନ୍ତବ୍ୟ ଉପରେ...

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ଆସନ୍ତା ମାସରେ ଉଜବେକିସ୍ତାନରେ ହେବାକୁ ଥିବା ସାଂଘାଇ କୋଅପରେଶନ ଅରଗାନାଇଜେସନ(ଏସସିଓ) ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ଭେଟି ପାରନ୍ତି।...

ହଠାତ୍‌ କୂଅରୁ ବାହାରିଲା ଗରମ ପାଣି, ଆଉ ତା’ ପରେ…

ମୁମ୍ବାଇ,୨୨ା୭: ମହାରାଷ୍ଟ୍ରର ବୁଲଢାପା ଜିଲାରେ ଏକ କୂଅରୁ ହଠାତ୍‌ ଗରମ ପାଣି ବାହାରୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ପୂରା ଜିଲାରେ ଚର୍ଚ୍ଚା ହେଉଛି। ବୁଲଢାପା...

ସିଏଏ ନେଇ ଗର୍ଜିଲେ ଶାହ: ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ପଠାଯିବ ଇଟାଲୀ ଭାଷାରେ ଅନୁବାଦ

ଯୋଧପୁର,୩।୧: ସିଏଏ ନେଇ ଭାଜପା ପଛକୁ ହଟିବନି। ରାହୁଲ ଗାନ୍ଧୀ ଏସମ୍ପର୍କରେ ସମ୍ପୂର୍ଣ୍ଣ ଜାଣି ନାହାଁନ୍ତି। ତେଣୁ ସେ ଏହାର ବିରୋଧ କରୁଛନ୍ତି। ଆବଶ୍ୟକ ପଡ଼ିଲେ...

ଆଇନଜୀବୀମାନେ ଧର୍ମଘଟରେ ଯାଇପାରିବେ ନାହିଁ ଅବା ନ୍ୟାୟିକ କାର୍ଯ୍ୟରୁ ରକ୍ଷା ପାଇପାରିବେ ନାହିଁ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୦।୪ : ସମସ୍ତ ରାଜ୍ୟର ଆଇନଜୀବୀ ଏବଂ ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି, ଓକିଲମାନେ ଧର୍ମଘଟ କରିପାରିବେ ନାହିଁ ଅବା ନିଜ...

ମନ୍ତ୍ରୀଙ୍କୁ ସ୍କୁଟିରେ ବସାଇ କାର୍ଯ୍ୟାଳୟରେ ଛାଡିଲେ ସ୍ମୃତି ଇରାନୀ: ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ,୩।୮: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ବୁଧବାର ତାଙ୍କ ସହକର୍ମୀ ତଥା ମନ୍ତ୍ରୀ ଭାରତୀ ପାୱାରଙ୍କୁ ସ୍କୁଟିରେ ବସାଇ ତାଙ୍କ କାର୍ଯ୍ୟାଳୟରେ ଛାଡିଛନ୍ତି। ସେ ଏହାର...

ଲକ୍‌ଡାଉନ: ଅଭାବ ପଡିଲାଣି ଗୃହପାଳିତ ପ୍ରାଣୀଙ୍କ ଖାଦ୍ୟ

ମୁମ୍ବାଇ,୧୨।୪: କରୋନା ଭାଇରସ ପାଇଁ ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ସବୁଠି କିନ୍ତୁ ଲୋକଙ୍କୁ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏବେ...

ବଳଦ ଗାଡ଼ିରେ ବରଯାତ୍ରୀ ଗଲେ ଯୁବକ

ଜାଲୋର,୧୮।୫: ଆଜିକାଲି ଯୁବକ ଯୁବତୀମାନେ ନିଜ ବିବାହକୁ ମୁହୂର୍ତ୍ତକୁ ଭିନ୍ନ ଓ ସ୍ବତନ୍ତ୍ର କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଉଛନ୍ତି। ବିବାହ ପାଇଁ କିଏ ହେଲିକପ୍ଟରରେ...

Advertisement
Archives

Model This Week