Posted inଜାତୀୟ

ଦେଶରେ ବାଘ ସଂଖ୍ୟାରେ ମଧ୍ୟପ୍ରଦେଶ ଶୀର୍ଷରେ…

ନୂଆଦିଲ୍ଲୀ,୨୯।୭ : ବାଘ ସଂଖ୍ୟା ଗଣନା ଆକଳନକୁ କେନ୍ଦ୍ର ସରକାର ପ୍ରକାଶ କରିଛନ୍ତି। ତାଲିକାରେ ମଧ୍ୟପ୍ରଦେଶ ୭୮୫ ବାଘ ସହିତ ଶୀର୍ଷରେ ରହିଛି। ଏହିପରି ଭାବରେ ମଧ୍ୟପ୍ରଦେଶ ବାଘ ରାଜ୍ୟର ମାନ୍ୟତା ବଜାୟ ରଖିଛି। ଦ୍ୱିତୀୟ ସ୍ଥାନରେ କର୍ନାଟକ ରହିଛି। ରାଜ୍ୟରେ ବାଘଙ୍କ ସଂଖ୍ୟା ୫୬୩ ଥିବାବେଳେ ଉତ୍ତରପ୍ରଦେଶରେ ୫୬୦ ଏବଂ ମହାରାଷ୍ଟ୍ରରେ ୪୪୪ ବାଘ ଅଛନ୍ତି।
କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଶନିବାର ବାଘ ସଂଖ୍ୟା ଗଣନା ୨୦୨୨ ରିପୋର୍ଟ ପ୍ରକାଶ କରିଛନ୍ତି। ଜଙ୍ଗଲ ମନ୍ତ୍ରୀ ଟୁଇଟ କରି ମଧ୍ୟପ୍ରଦେଶକୁ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି ମଧ୍ୟପ୍ରଦେଶକୁ ଅଭିନନ୍ଦନ!।

ମଧ୍ୟପ୍ରଦେଶରେ ଚାରି ବର୍ଷରେ ୨୫୯ ବାଘ ସଂଖ୍ୟା ବୃଦ୍ଧି ପାଇଛି। ମଧ୍ୟପ୍ରଦେଶରେ ୨୦୧୪ ରେ ୩୦୮ ଏବଂ ୨୦୧୮ରେ ୫୨୬ ବାଘ ଥିଲେ। କର୍ନାଟକରେ ୪ ବର୍ଷରେ ୩୯ ବାଘ ସଂଖ୍ୟ ବୃଦ୍ଧି ପାଇଛି। ବର୍ତ୍ତମାନ ମଧ୍ୟପ୍ରଦେଶ ଏବଂ କର୍ନାଟକ ମଧ୍ୟରେ ପାର୍ଥକ୍ୟ ୨୨୨ କୁ ବୃଦ୍ଧି ପାଇଛି।

ଦେଶରେ ବାଘ ସଂଖ୍ୟାରେ ବୃଦ୍ଧି ଘଟିଛି। ୨୦୦୬ରେ ଦେଶରେ ୧୪୧୧ ବାଘ ଥିଲେ, ଯାହା ଏକ ଚିନ୍ତାଜନକ ଚିତ୍ର ଉପସ୍ଥାପନ କରିଥିଲା। ଏହା ପରେ, ୨୦୧୦ ରେ ୧୭୦୬ ବାଘ, ୨୦୧୪ ରେ ୨୨୨୬, ୨୦୧୮ ରେ ୨୯୬୭ ଏବଂ ୨୦୨୨ ରେ ବାଘ ସଂଖ୍ୟା ୩୬୮୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri