Posted inଖେଳ

ପ୍ରଥମଥର ପାଇଁ ରଣଜୀ ଚାମ୍ପିୟନ୍‌ ହେଲା ମଧ୍ୟପ୍ରଦେଶ

ବେଙ୍ଗାଲୁରୁ,୨୬।୬: ମଧ୍ୟପ୍ରଦେଶ ଟିମ୍‌ ଫାଇନାଲ ମ୍ୟାଚରେ ମୁମ୍ବାଇକୁ ପରାସ୍ତ କରି ରଣଜୀ ଟ୍ରଫି ୨୦୨୧-୨୨ ଟାଇଟଲ ଜିତିଛି। ମଧ୍ୟପ୍ରଦେଶ ଦଳ ପ୍ରଥମ ଥର ପାଇଁ ଏହି ଟୁର୍ନାମେଣ୍ଟ ଜିତିଛି। ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ମଧ୍ୟପ୍ରଦେଶ ମୁମ୍ବାଇକୁ ୬ ଉଇକେଟରେ ପରାସ୍ତ କରିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ପ୍ରଥମ ଇନିଂସରେ ୩୭୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ମଧ୍ୟପ୍ରଦେଶ ୫୩୬ ରନ ସ୍କୋର କରିଥିଲା। ଦ୍ୱିତୀୟ ଇନିଂସରେ ମୁମ୍ବାଇର ଦଳ ୨୬୯ ରନ ସଂଗ୍ରହ କରିଥିଲା। ମଧ୍ୟପ୍ରଦେଶ ମ୍ୟାଚର ଚତୁର୍ଥ ଇନିଂସରେ ୧୦୮ ରନର ବିଜୟ ଲକ୍ଷ ମିଳିଥିଲା। ଦଳ ୬ ଉଇକେଟ ହରାଇ ବିଜୟ ହାସଲ କରିଥିଲା। ଏହା ସହ ମଧ୍ୟପ୍ରଦେଶ ରଣଜୀ ଟ୍ରଫି ଜିତିବାରେ ୨୦ତମ ଦଳ ହୋଇଛି।
ମଧ୍ୟପ୍ରଦେଶ ପାଇଁ ୟାଶ ଦୁବେ ଏବଂ ଶୁଭମ ଶର୍ମା ଏବଂ ରଜତ ପାଟିଦାର ଶତକ ହାସଲ କରିଥିଲେ। ଏଥି ସହିତ ସରଫରାଜ ଖାନ ମୁମ୍ବାଇ ପାଇଁ ଏକ ଶତକ ହାସଲ କରିଥିଲେ। ବୋଲିଂରେ ମଧ୍ୟପ୍ରଦେଶର ଗୌରବ କୁମାର ୬ଟି ଏବଂ କୁମାର କାର୍ତ୍ତିକେୟ ୫ଟି ଉଇକେଟ ନେଇଥିଲେ। ଏଥି ସହିତ ମୁମ୍ବାଇର ସାମ୍ସ ମୁଲାନୀ ସର୍ବାଧିକ ୮ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri