ମଡକର ସନ୍ଦୀପ ସମ୍ପଦ ଢେଙ୍କାନାଳ ଏସ୍‌ପି

ଢେଙ୍କାନାଳ,୨୫ା୧ (ରତନ ନାୟାର): ଢେଙ୍କାନାଳ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ରଙ୍କ ବୁଧବାର ଭୁବନେଶ୍ୱର ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଭାରତୀୟ ପୋଲିସ ସେବା ଅଧିକାରୀ କେନ୍ଦ୍ରାପଡ଼ା ଏସ୍‌ପି ମଡକର ସନ୍ଦୀପ ସମ୍ପଦଙ୍କୁ ଢେଙ୍କାନାଳ ଏସ୍‌ପି ଭାବେ ବଦଳି କରାଯାଇଛି। ସୂଚନାଯୋଗ୍ୟ, ଜ୍ଞାନରଞ୍ଜନ ମହାପାତ୍ର ୨୦୨୩ ଜାନୁଆରୀ ୬ରେ ଢେଙ୍କାନାଳ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri