Posted inଜାତୀୟ

ନେପାଳ ସୀମାରେ ବଢ଼ୁଛି ମଦ୍ରାସା

ନୂଆଦିଲ୍ଲୀ,୭।୨: ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗକୁ ଲାଗିଥିବା ଭାରତ-ନେପାଳ ସୀମାବର୍ତ୍ତୀ ଅଞ୍ଚଳରେ ଗତ ୩ ବର୍ଷ ମଧ୍ୟରେ ମସ୍‌ଜିଦ ଓ ମଦ୍ରାସା ସଂଖ୍ୟା ଅନେକ ବଢ଼ିଛି। ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏହି ମସ୍‌ଜିଦ ଓ ମଦ୍ରାସା ଚଳାଇବା ପାଇଁ ଅର୍ଥ ଯୋଗାଉଥିବା ଜଣାପଡ଼ିଛି। ସେଗୁଡ଼ିକ ଦେଶର ସୁରକ୍ଷା ପ୍ରତି ଗୁରୁତର ବିପଦ ସୃଷ୍ଟି କରିପାରେ ବୋଲି ଗୋଇନ୍ଦା ବିଭାଗ ସତର୍କ କରାଇଛି।
ନେପାଳ ସୀମାଠାରୁ ୧୦ କିଲୋମିଟର ମଧ୍ୟରେ ଏବଂ ନେପାଳ ଭିତରେ ଛତୁ ଫୁଟିଲା ଭଳି ମସ୍‌ଜିଦ ଓ ମଦ୍ରାସା ଗଢ଼ିଉଠିଛି। ବିହାର, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳର କେତେକ ଅଂଶରେ ଜନସଂଖ୍ୟାରେ ବ୍ୟାପକ ପରିବର୍ତ୍ତନ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ୨୦୧୮ରେ ସୀମାରେ ୭୬୦ ମସ୍‌ଜିଦ ଥିବାବେଳେ ୨୦୨୧ରେ ଏହା ୧,୦୦୦କୁ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ମଦ୍ରାସା ସଂଖ୍ୟା ୫୦୮ରୁ ବଢ଼ି ୬୪୫ ହୋଇଛି। ଏଗୁଡ଼ିକୁ ଆଇଏସ୍‌ଆଇ ଏବଂ ଭାରତ ବିରୋଧୀ କେତେକ ସଂଗଠନ ପାଣ୍ଠି ଯୋଗାଉଥିବା ଗୋଇନ୍ଦା ସଂସ୍ଥା ପକ୍ଷରୁ କୁହାଯାଇଛି। ଆରବ ଦେଶରୁ ମଧ୍ୟ ଏହି ଧର୍ମୀୟ ସଂସ୍ଥାଗୁଡ଼ିକୁ ଅନୁଦାନ ଆସୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri