ମାଫିଆ କୁଇନ୍‌ ଆଲିୟା

ନୂଆଦିଲ୍ଲୀ, ୨୫ା୨: ନିର୍ଦ୍ଦେଶକ ସଞ୍ଜୟଲୀଲା ଭଁସାଲିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଙ୍ଗୁବାଈ କାଠିଆଓ୍ବାଡି’ର ଟ୍ରେଲର ରିଲିଜ ହୋଇଛି। ଫିଲ୍ମଟି କେତେ ଦମ୍‌ଦାର ହୋଇଥିବା ତାହାର ଝଲକ ଟିଜରରେ ଦେଖିବାକୁ ମିଳିଛି। ଆଲିୟା ଭଟ୍ଟ ସମ୍ପୂର୍ଣ୍ଣ ଅଲଗା ଅବତାରରେ ଏଥିରେ ନଜର ଆସିଛନ୍ତି। ‘ମୁମ୍ବାଇର ମାଫିଆ କୁଇନ’ ଭାବେ ଜଣା ଗଙ୍ଗୁବାଈଙ୍କ ଭୂମିକାରେ ଆଲିୟା ଅଭିନୟ କରିଛନ୍ତି। ଗଙ୍ଗା ହରଜୀବନଦାସ ଜଣେ ଅଭିନେତ୍ରୀ ହେବାକୁ ଇଚ୍ଛା କରିଥିଲେ। କିନ୍ତୁ ତାଙ୍କ ପିତାଙ୍କର ଆକାଉଣ୍ଟାଣ୍ଟଙ୍କ ସହ ପ୍ରେମ ହେବା ପରେ ଉଭୟେ ବିବାହ କରିଥିଲେ। ବାହାଘର ପରେ ସ୍ବାମୀଙ୍କ ସହ ଗଙ୍ଗା ମୁମ୍ବାଇ ଆସିଥିଲେ। ସେଠାରେ ତାଙ୍କର ଜୀବନର କଷ୍ଟକର ସମୟ ଆରମ୍ଭ ହୋଇଥିଲା। ପରେ ଗଙ୍ଗାଙ୍କୁ ତାଙ୍କ ସ୍ବାମୀ ବେଶ୍ୟାଳୟରେ ବିକ୍ରି କରିଦେଇଥିଲେ। ସେଠାକୁ ଆସୁଥିବା ମୁମ୍ବାଇର କୁଖ୍ୟାତ ଅପରାଧୀ ଓ ମାଫିଆଙ୍କୁ ଭେଟିବା ପରେ ସେ କିପରି ଗଙ୍ଗୁବାଈରେ ପରିଣତ ହେଲେ ଏବଂ ମାଫିଆ କୁଇନ୍‌ ପାଲଟିଲେ ତାହାକୁ ନେଇ କାହାଣୀ ଗତିଶୀଳ ହୋଇଛି। ଆସନ୍ତା ଜୁଲାଇ ୩୦ରେ ଏହି ଫିଲ୍ମ ମୁକ୍ତିଲାଭ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri