ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାଜିଷ୍ଟ୍ରେଟ ସରୋନ ବସ୍ତିଆ ସାହାସପୁର ହାଟପଦା- ଜଲମରା ଗ୍ରାମ ରାସ୍ତା କଡ଼ରେ ନବନିର୍ମିତ କୋର୍ଟ କମ୍ପ୍ଲେକ୍ସ ପରିସରରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମାଜିଷ୍ଟ୍ରେଟଙ୍କ ସମେତ ସରକାରୀ ଓକିଲ ସୁରେଶ ଚନ୍ଦ୍ର ସାହୁ, ବିଜୟ କୁମାର ପ୍ରଧାନ, ସାନଖେମୁଣ୍ଡି ଓକିଲ ସଂଘର ସମ୍ପାଦକ କିଶୋର ଚନ୍ଦ୍ର ଗୌଡ଼, ଆଇନଜୀବୀ ପ୍ରଶାନ୍ତ କୁମାର ଡାକୁଆ, ସାମାଜିକ କର୍ମୀ ପ୍ରସାଦ ଦୋରା ପ୍ରମୁଖ ବିଭିନ୍ନ କିସମର ବୃକ୍ଷ ଚାରା ରୋପଣ କରିଥିଲେ । ବନ ବିଭାଗ ପାଟପୁର ସେକ୍ସନ କାର୍ଯ୍ୟାଳୟ ଫରେଷ୍ଟର ସନ୍ତୋଷ କୁମାର ସାହୁ, ଫରେଷ୍ଟ ଗାର୍ଡ ଜି. ଦିଲ୍ଲୀପ, ଯମୁନା ଜାନି, ପାରା ସ୍କାର୍ଡ ସଦସ୍ୟ ପି.ଉଦୟ ଚନ୍ଦ୍ର ଦୋରା, ଅସୁଲୁ ସ୍ୱାଇଁ, କୋର୍ଟ କର୍ମଚାରୀ  ମୁକ୍ତିକାନ୍ତ ବେହେରା, ପ୍ରଜ୍ଞାଲିମା ବାରିସଲ, ସୁଶ୍ରୀ କୃତାଞ୍ଜଳି ମଳିକ, ସନ୍ତୋଷ କୁମାର ରାଉତ, ବାସୁଦେବ ମହାଙ୍କୁଡ, ପ୍ରଫୁଲ୍ଲ ବେହେରା, ସମୀର ନାୟକ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?